Posted inଜାତୀୟ

ଅଫିସରେ ସକାଳ ୬ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ମହିଳା କର୍ମଚାରୀ କରିପାରିବେ କାମ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୨୮।୫ : ମହିଳାଙ୍କ ସୁରକ୍ଷା ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଜାରି କରିଛନ୍ତି ଯେ, କୌଣସି ମହିଳାଙ୍କ ସହମତି ବିନା ତାଙ୍କୁ ସକାର ୬ ପୂର୍ବରୁ କିମ୍ବା ସନ୍ଧ୍ୟା ପରେ କାମ କରିବାକୁ ବାଧ୍ୟ କରାଯାଇ ପାରିବ ନାହିଁ।

ଯଦି ଏଭଳି ହୁଏ ତେବେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କର ପରିବହନ, ଭୋଜନ ଏବଂ ପର୍ଯ୍ୟବେକ୍ଷଣ ଖର୍ଚ୍ଚ ପ୍ରଦାନ କରାଯିବ। କୌଣସି ବିଶେଷ ପରିସ୍ଥିତିରେ ମହିଳା କର୍ମଚାରୀଙ୍କୁ ଯଦି ଅଫିସରରେ ରୋକାଯାଏ ତେବେ ଲିଖିତ ଅନୁମତି ନେବାକୁ ପଡ଼ିବ।

ସରକାରୀ ମାର୍ଗ ଦର୍ଶିକା ପାଳନ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri