ଓଡ଼ିଶାର ମହିଳା ବନ ଅଧିକାରୀଙ୍କୁ ମିଳିବ ଜାତିସଂଘ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟ୍‌ ରୋକିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାର ମହିଳା ବନ ଅଧିକାରୀ ସସ୍ମିତା ଲେଙ୍କା ମିଳିତ ଜାତିସଂଘର ଏସିଆ ପରିବେଶ ଏନଫୋର୍ସମେଣ୍ଟ ଆୱାର୍ଡ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ୧୭ ତାରିଖରେ ତାଙ୍କୁ ଭର୍ଚୁଆଲ୍‌ ମୋଡ୍‌ରେ ସମ୍ମାନିତ କରାଯିବାର କାର୍ଯ୍ୟକ୍ରମ ରହିଛି। ସସ୍ମିତା ବର୍ତ୍ତମାନ ଆଠଗଡ଼ ଡିଏଫ୍‌ଓ ଅଛନ୍ତି। ସେ ‘ଜେଣ୍ଡର ଲିଡରଶିପ୍‌ ଆଣ୍ଡ୍‌ ଇମ୍ପାକ୍ଟ’ ବର୍ଗରେ ଏହି ପୁରସ୍କାର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର

ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ...

ଦିଲ୍ଲୀ ଶିକ୍ଷାମନ୍ତ୍ରୀଙ୍କ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିଲ୍ଲୀ ଗସ୍ତ କରିଛନ୍ତି। ସେ ସେଠାରେ ପହଞ୍ଚତ୍ବା ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ...

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। ୧୯୯୮ରୁ ବିଜେଡି...

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ...

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ...

ତୃତୀୟଶ୍ରେଣୀ ସାହିତ୍ୟ ବହିରେ ପଠାଣି ସାମନ୍ତଙ୍କ ସମ୍ପର୍କରେ ଭୁଲ ତଥ୍ୟ

ଖଣ୍ଡପଡା,୪-୯(ସ୍ବ.ପ୍ର.):ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ୩ୟ ଶ୍ରେଣୀ ସାହିତ୍ୟ ବହିରେ ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବିଦ୍‌...

ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ

ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍‌ ଗେଟ୍‌ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର...

Advertisement

BGU

Archives

Model This Week

Why Dharitri