ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଯାଇଛି।

ପୀଡ଼ିତାଙ୍କ ମା’ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି ଯେ, ମଙ୍ଗଳବାର ତାଙ୍କ ଝିଅ ଶାଶୁଘରକୁ ଯିବା ପାଇଁ ଜିଦ୍‌ ଧରି ଘରୁ ବାହାରି ଯାଇଥିଲେ। ସେ ତାଙ୍କ ପଛେ ପଛେ ଯାଇଥିଲେ। ଘରଠାରୁ କିଛି ବାଟ ଆସିବା ପରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଏକ ଗାଡ଼ିରେ ଆସି ତାଙ୍କ ଝିଅକୁ ଶାଶୁଘରେ ଛାଡ଼ି ଦେବା ପାଇଁ କହିଥିଲେ। ସେ ଯୁବକଙ୍କୁ ଚିହ୍ନି ନ ଥିବାରୁ ଝିଅକୁ ଛାଡ଼ିବା ପାଇଁ ରାଜି ହୋଇ ନ ଥିଲେ। ପରେ ଯୁବକ ଜଣଙ୍କ ସେଠାରୁ ପଳାଇଯାଇ ଥିଲେ। ହେଲେ ଯୁବକ ଜଣକ ପୁଣି ଆସି ତାଙ୍କ ଝିଅକୁ ଜବରଦସ୍ତ ଗାଡ଼ିରେ ବସାଇ ନେଇଯାଇଥିଲେ। ରାତିରେ ସମ୍ପୃକ୍ତ ଯୁବକଙ୍କ ସହ ଅନ୍ୟ ଜଣେ ଯୁବକ ମିଶି ମହିଳାଙ୍କୁ ବଳାତ୍କାର କରିଥିଲେ। ପରେ ପୀଡ଼ିତାଙ୍କୁ ଶାଶୁଘର ଗାଁ ପାଖରେ ଛାଡ଼ି ଫେରାର ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri