ମହିଳାଙ୍କୁ ୧୪ କୋଟି ୮୬ ଲକ୍ଷର ଋଣ

ନୂଆପଡ଼ା,୮ା୩ (ମକାରୁ ବେମାଲ): ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ତଥା ଘରୋଇ ବ୍ୟାଙ୍କକୁ ନେଇ ଋଣମେଳା ଆୟୋଜନ କରାଯାଇଥିଲା। ଏଥିରେ ମୋଟ ୧୪ କୋଟି ୮୬ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଛି। ଜିଲାପାଳ ମଧୁସୂଦନ ଦାଶ, ନାବାର୍ଡ ଜିଲା ପରିଚାଳକ ସୁନାରାମ ମାଝୀ, ଲିଡ୍‌ ବ୍ୟାଙ୍କ ପରିଚାଳକ ସୀତାରାମ ମେହେର, ଜିଲା ସୂଚନା ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ବିସିସିବି, ବିଓବି, ବିଓଏମ୍‌, ବିଓଆଇ, କାନାରା ବ୍ୟାଙ୍କ, ପିଏନ୍‌ବି, ଏସ୍‌ବିଆଇ, ୟୁକୋବ୍ୟାଙ୍କ, ୟୁନିୟନ ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ ଅଧିକାରୀ ଓ ଋଣଗ୍ରହୀତା ଉପସ୍ଥିତ ଥିଲେ। ଏହି ଅବସରରେ କେସିସିଏଏଚ୍‌ ଯୋଜନାରେ ୫ଜଣଙ୍କ ପାଇଁ ୪ଲକ୍ଷ ଟଙ୍କା, ପିଏମ୍‌ଇଜିପିରେ ୧୪ଜଣଙ୍କ ପାଇଁ ୮୪ ଲକ୍ଷ ଟଙ୍କା, କେସିସିପିରେ ୮୫ଜଣ ପାଇଁ ୧୦୪.୨ ଲକ୍ଷ ଟଙ୍କା, ପିଏମ୍‌ଏଫ୍‌ଏମ୍‌ଇରେ ଜଣଙ୍କ ପାଇଁ ୨୪ ଲକ୍ଷ ଟଙ୍କା, ଏମ୍‌କେୟୁୱାଇ ୯ଜଣ ପାଇଁ ୬୯୨ ଲକ୍ଷ ଟଙ୍କା, ଏମ୍‌ୟୁଡିଆର୍‌ଏରେ ୧୧ଜଣ ପାଇଁ ୩୧ଲକ୍ଷ ଟଙ୍କା, ଏସ୍‌ୟୁଆଇରେ ୨ଜଣ ପାଇଁ ୯୨ ଲକ୍ଷ ଟଙ୍କା, ପିଏମ୍‌ଏସ୍‌ଏନ୍‌ରେ ୧୦ଜଣ ପାଇଁ ୫୦ ଲକ୍ଷ ଟଙ୍କା, ଡିଆର୍‌ଆଇରେ ୩ଜଣ ପାଇଁ ୦.୪୫ଲକ୍ଷ, ୩୯ଟି ଏସ୍‌ଏଚ୍‌ଜିକୁ ୨୪୭ ଲକ୍ଷ ଟଙ୍କା, ସୁରଘରରେ ୨୩ଜଣ ପାଇଁ ୩୭.୯୫ ଲକ୍ଷ ଟଙ୍କା, ଅନ୍ୟାନ୍ୟ ୧୨ଜଣଙ୍କ ପାଇଁ ୧୦୩.୧୦ ଲକ୍ଷ ଟଙ୍କା ଏପରି ୨୨୫ ହିତାଧିକାରୀଙ୍କୁ ମୋଟ ୧୪ କୋଟି ୮୬ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri