୯ ସନ୍ତାନଙ୍କୁ ଏକାସଙ୍ଗେ ଜନ୍ମଦେଲେ ମହିଳା…

ବାମାକୋ,୫।୫: ଗୋଟିଏ ନୁହେଁ ଦୁଇଟି ନୁହେଁ, ଏକାସଙ୍ଗେ ୯ଜଣ ସନ୍ତାନଙ୍କୁ ଜଣେ ମହିଳା ଜନ୍ମ ଦେଇଛନ୍ତି। ଆଫ୍ରିକାର ମାଲିରେ ଏଭଳି ଘଟିଛି। ୨୫ ବର୍ଷ ବୟସ୍କା ହଲିମା ସିସ୍ସେ୍‌ ନାମକ ମହିଳା ମରକ୍କୋର ହସ୍ପିଟାଲରେ ପ୍ରସବ କରିଥିବା ଜଣାପଡ଼ିଛି। ମା’ ଏବଂ ନବଜାତ ଶିଶୁମାନେ ସୁସ୍ଥ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଅଲ୍ଟା ସାଉଣ୍ଡ୍‌ ରିପୋର୍ଟରେ ହଲିମାଙ୍କ ଗର୍ଭରେ ୭ ସନ୍ତାନ ଥିବା ଉଲ୍ଲେଖ କରାଯାଇଥିଲା।

ତେବେ ପରବର୍ତ୍ତୀ ସମୟରେ ସେ ୯ ଜଣ ସନ୍ତାକଙ୍କୁ ଜନ୍ମ ଦେଇଥିଲେ। ସେମାନଙ୍କ ମଧ୍ୟରେ ୫ କନ୍ୟା ସନ୍ତାନ ରହିଥିବାବେଳେ ୪ ପୁତ୍ର ସନ୍ତାନ ରହିଛନ୍ତି। ପୂର୍ବରୁ ଅନ୍ୟ ଜଣେ ମହିଳା ଏକାସଙ୍ଗେ ୬ ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ତେବେ ମରକ୍କୋ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପ୍ରବକ୍ତା ରାଚିଡ୍‌ କୋଓଧାରି ଏଭଳି ଘଟଣା ଦେଶର କୌଣସି ହସ୍ପିଟାଲରେ ଘଟିଥିବା ନେଇ ତାଙ୍କ ପାଖରେ ସୂଚନା ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?