Posted inଜାତୀୟ

ମହିଳାଙ୍କର ଯୌନ ସାଥୀ ଅଧିକ

ନୂଆଦିଲ୍ଳୀ,୨୦ା୮: ଦେଶର ୧୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପୁରୁଷଙ୍କ ତୁଳନାରେ ମହିଳାଙ୍କର ଅଧିକ ଯୌନ ସାଥୀ ରହିଛନ୍ତି। ଶୁକ୍ରବାର ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌)ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ରାଜସ୍ଥାନର ମହିଳା ଏ କ୍ଷେତ୍ରରେ ଅଧିକ ସକ୍ରିୟ ଥିବାବେଳେ ହରିୟାଣା, ଚଣ୍ଡିଗଡ଼, ଜମ୍ମୁ-କଶ୍ମୀର, ମଧ୍ୟପ୍ରଦେଶ, ଆସାମ, ଲଦାଖ, ପୁଡୁଚେରୀ, ତାମିଲନାଡ଼ୁର ମହିଳାମାନେ ସମ୍ଭୋଗ ପାଇଁ ଅଧିକ ସାଥୀ ଚାହାନ୍ତି। ରାଜସ୍ଥାନରେ ୩.୧ ପ୍ରତିଶତ ମହିଳା ଯୌନ ସାଥୀଙ୍କ ପାଇଁ ଆଗ୍ରହୀଥିବାବେଳେ ୧.୮ ପ୍ରତିଶତ ପୁରୁଷ ମହିଳା ସାଥୀ ଚାହୁଁଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ଦେଶରେ ୪ ପ୍ରତିଶତ ପୁରୁଷ ବାହାର ମହିଳାଙ୍କ ସହ ଯୌନ ସମ୍ପର୍କ ରଖୁଥିବାବେଳେ ମାତ୍ର ୦.୫% ମହିଳା ଅନ୍ୟ ପୁରୁଷଙ୍କ ସହ ସମ୍ପର୍କ ରଖୁଛନ୍ତି। ୧.୧ ଲକ୍ଷ ମହିଳା ଓ ୧ ଲକ୍ଷ ପୁରୁଷଙ୍କୁ ନେଇ ଏନ୍‌ଏଫ୍‌ଏଚ୍‌ଏସ୍‌ ପକ୍ଷରୁ ଏହି ସର୍ଭେ କରାଯାଇଥିଲା। ୨୦୧୯-୨୧ରେ ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୫ କରାଯାଇଥିବାବେଳେ ଏଥିରେ ୨୮ ରାଜ୍ୟର ୭୦୭ ଜିଲା ଏବଂ ୮ କେନ୍ଦ୍ର ଶାସିତ ଅଞ୍ଚଳକୁ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri