ନୂତନ ଆଦେଶ ଜାରି କଲା ତାଲିବାନ

କାବୁଲ,୧୨।୧: ଆଫଗାନିସ୍ତାନର କ୍ଷମତା ହାସଲ କରିବା ପରେ ତାଲିବାନ ଶାସକ ମହିଳାଙ୍କ ପାଇଁ ପ୍ରତିଦିନ ନୂଆ ନିୟମ ଜାରି କରୁଛନ୍ତି। ନିକଟରେ ତାଲିବାନ ସରକାର ଏକ ଆଦେଶ ଜାରି କରିଛନ୍ତି। ଉକ୍ତ ଆଦେଶରେ କୁହାଯାଇଛି ଯେ, ତାଲିବାନର ମହିଳାମାନେ ପୁରୁଷ ଡାକ୍ତରଙ୍କ ପାଖରେ ଚିକିତ୍ସା କରାଇପାରିବେ ନାହିଁ। ଏହି ନିଷ୍ପତ୍ତି ପରେ ଆଫଗାନିସ୍ତାନର ଚିକିତ୍ସା ସୁବିଧା ଉପରେ ଅଧିକ ପ୍ରଭାବ ପଡ଼ିବ। ବିଶ୍ୱର ଡାକ୍ତରୀ ବିଶେଷଜ୍ଞଙ୍କ ମତ ଅନୁସାରେ ଏହି ନିଷ୍ପତ୍ତି ଯୋଗୁ ଆଫଗାନିସ୍ତାନରେ ଶିଶୁ ଓ ମହିଳାଙ୍କ ମୃତ୍ୟୁ ହାର ବୃଦ୍ଧି ପାଇବ। ଏକ ନ୍ୟୁଜ୍‌ ଏଜେନ୍ସି ରିପୋର୍ଟ ଅନୁଯାୟୀ ତାଲିବାନର ଏହି ନିଷ୍ପତ୍ତି ଦ୍ୱାରା ସେଠାରେ ମେଡିକାଲ ପଢ଼ୁଥିବା ଏବଂ ମେଡିକାଲ କାର୍ଯ୍ୟ କରୁଥିବା ମହିଳାଙ୍କ ଜୀବନରେ ଏକ ସଙ୍କଟ ସୃଷ୍ଟି କରିବ। ଏହି ନିଷ୍ପତ୍ତି ଯୋଗୁୁ କାବୁଲରେ କାର୍ଯ୍ୟ କରୁଥିବା ଜଣେ ଡାକ୍ତରଙ୍କୁ ଘରେ ବସିବାକୁ ପଡ଼ିଛି। ଅନ୍ୟପଟେ ତାଲିବାନ ମହିଳାମାନେ ଏବେ ବିଶ୍ୱର ଅନ୍ୟ ଦେଶମାନଙ୍କଠାରୁ ସହାୟତା ଲୋଡ଼ିଛନ୍ତି। ଏହି ପରିସ୍ଥିତିରୁ ସେମାନଙ୍କୁ ମୁକୁଳାଇବା ପାଇଁ ନିବେଦନ କରିଛନ୍ତି। ସୂଚନା ମୁତାବକ, ଅଗଷ୍ଟ ୨୦୨୧ରେ କ୍ଷମତା ହାସଲ କରିବା ପରେ ଆଫଗାନିସ୍ତାନ ସେଠାରେ ମହିଳାଙ୍କ ଉପରେ ଅନେକ ପ୍ରତିବନ୍ଧକ ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?