Investment Scheme: ମହିଳାମାନେ ଏହି ଯୋଜନାରେ କରନ୍ତୁ ଟଙ୍କା ନିବେଶ, ହୋଇଯିବେ ମାଲାମାଲ୍‌

ଘରର ବିଭିନ୍ନ ଖର୍ଚ୍ଚ ଛଡା ମହିଳାମାନେ ପ୍ରତ୍ୟେକ ମାସରେ କିଛି ଟଙ୍କା ସଞ୍ଚୟ କରିଥା’ନ୍ତି। ପରେ କୌଣସି କାମରେ ଏହି ଟଙ୍କାକୁ ଖର୍ଚ୍ଚ କରିଥାନ୍ତି। କିନ୍ତୁ ସଞ୍ଚୟ କରିବା ଦ୍ୱାରା ଆପଣଙ୍କୁ ଏଥିରେ କୌଣସି ଅତିରିକ୍ତ ଲାଭ ମିଳି ନ ଥାଏ। ଯଦି ଆପଣ ଏହି ସଞ୍ଚୟ ଟଙ୍କାକୁ କୌଣସି ଭଲ ସ୍କିମ୍‌ରେ ନିବେଶ କରିବାକୁ ଚାହୁଁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ ହୋଇପାରେ।

ଦେଶରେି ଦରବୃଦ୍ଧିି ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ସଞ୍ଚୟ ଟଙ୍କାକୁ ବ୍ୟାଙ୍କରେ ରଖିଲେ ଆପଣ କମ୍‌ ଇନଟ୍ରେଷ୍ଟ ପାଇବେ। ଆଉ ଦରବୃଦ୍ଧି ଯୋଗୁ ଟଙ୍କାକୁ ବ୍ୟାଙ୍କରେ ସଞ୍ଚୟ କରି ରଖିବା ଆପଣଙ୍କୁ କ୍ଷତି ସହିବାକୁ ପଡିପାରେ। ଏଭଳି ପରିସ୍ଥିତିରେ, ଆମେ ଗୃହିଣୀମାନଙ୍କୁ କିଛି ଭଲ ସ୍କିମ୍‌ କହିବାକୁ ଯାଉଛୁ ଯେଉଁଠାରେ ସଞ୍ଚୟ ଟଙ୍କା ନିବେଶ କଲେ ଲାଭ ପାଇପାରିବେ। ଆସନ୍ତୁ ଜାଣିବା ଏ ସମ୍ପର୍କରେ…

Mahila Samman Savings Certificate Scheme:
ଏହି ଯୋଜନା ବିଶେଷ କରି ମହିଳାମାନଙ୍କ ପାଇଁ ଆରମ୍ଭ ହୋଇଛି। ଏହି ଯୋଜନାରେ କେବଳ ମହିଳାମାନେ ନିବେଶ କରିପାରିବେ। ବର୍ତ୍ତମାନ ଯଦି ଆପଣ ଏହି ଯୋଜନାରେ ନିବେଶ କରୁଛନ୍ତି ତେବେ ୭.୫ ପ୍ରତିଶତ ସୁଧ ହାର ପାଇବେ।
ଏହି ଯୋଜନାରେ ମହିଳାମାନେ କେବଳ ୨ବର୍ଷ ପାଇଁ ଟଙ୍କା ନିବେଶ କରିପାରିବେ। ପୋଷ୍ଟ ଅଫିସ୍‌ର ଏହି ଯୋଜନାରେ ଆପଣ ସର୍ବନିମ୍ନ ୧୦୦୦ ଟଙ୍କା ଏବଂ ସର୍ବାଧିକ ୨ଲକ୍ଷ ଟଙ୍କା ନିବେଶ କରିପାରିବେ।

Mutual Fund:
ମ୍ୟୁଚୁଆଲ ଫଣ୍ଡରେ ଟଙ୍କା ନିବେଶ କରିବା ଆପଣଙ୍କ ପାଇଁ ବିପଦ ସାଜିପାରେ। ଏଥିରେ ନିବେଶ ହୋଇଥିବା ଟଙ୍କା ବଜାରର ମୂଲ୍ୟ ଦ୍ୱାରା ନିିର୍ଣ୍ଣୟ କରାଯାଏ। ଦୀର୍ଘକାଳୀନ ନିବେଶ ପାଇଁ ମ୍ୟୁଚୁଆଲ ଫଣ୍ଡ ଏକ ଭଲ ବିକଳ୍ପ ।
ମହିଳାମାନେ ନିଜ ସଞ୍ଚୟ ଟଙ୍କାକୁ SIP କରି ମ୍ୟୁଚୁଆଲ ଫଣ୍ଡରେ ନିବେଶ କରିପାରିବେ। ଏଥିରେ ନିବେଶ କରି ମହିଳାମାନେ ଭଲ ରିଟର୍ଣ୍ଣ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri