Posted inଜାତୀୟ

ତ୍ରିପୁରା ହିଂସାର ରିପୋର୍ଟ କରିବାରୁ ୨ ମହିଳା ଜର୍ନାଲିଷ୍ଟ ଅଟକ

ଗୁଆହାଟୀ,୧୪।୧୧: ତ୍ରିପୁରା ହିଂସାକୁ ନେଇ ବିବାଦୀୟ ଖବର ପ୍ରକାଶ କରିଥିବା ଦିଲ୍ଲୀର ଦୁଇଜଣ ମହିଳା ଖବରଦାତାଙ୍କୁ ଅଟକ ରଖାଯାଇଛି। ସେମାନେ ଧର୍ମ ଆଧାରରେ ବିଭିନ୍ନ ସଂଗଠନ ମଧ୍ୟରେ ଶତ୍ରୁତା ବଢ଼ାଇବା ସହ ଅପରାଧ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗ ହୋଇଥିଲା। ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦିଆଯାଇଥିବା ଏତଲା ଆଧାରରେ ସମୃଦ୍ଧି ସକୁନିଆ ଏବଂ ସ୍ବର୍ଣ୍ଣ ଝା ନାମକ ଏହି ଖବରଦାତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ତ୍ରିପୁରାର ଗୋମତି ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ଆସାମ କରିମଗଞ୍ଜର ନିଲମବଜାର ଥାନାରେ ଅଟକ ରଖାଯାଇଛି। ଏଚ୍‌ଡବ୍ଲ୍ୟୁ ନ୍ୟୁଜ୍‌ ନେଟଓ୍ବର୍କ ନାମକ ଗଣମାଧ୍ୟମ ସଂସ୍ଥା ପାଇଁ ସେମାନେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri