Posted inଜାତୀୟ

କବାଡିରେ ସ୍ବର୍ଣ୍ଣ ସହିତ ଭାରତ ହାସଲ କଲା ୧୦୦ ପଦକ, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ଇତିହାସ ସୃଷ୍ଟି କରିଛି। ଚାଇନା ହାଙ୍ଗଝୋରେ ଚାଲିଥିବା ଏସିଆନ ଗେମ୍ସରେ ଶନିବାର ମହିଳା କବାଡି ଦଳ ସ୍ବର୍ଣ୍ଣ ଜିତି ସହିତକୁ ୧୦୦ ତମ ପଦକ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା କବାଡି ଦଳ ତଥା ଦେଶବାସୀଙ୍କୁ ଏହି ଐତିହାସିକ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏଥର ଭାରତ ଏସିଆନ ଗେମ୍ସରେ ୧୦୦ପଦକ ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲା। ଯାହାକୁ ସଫଳତାର ସହିତ ହାସଲ କରିଛି।

ସୋସିଆଲ ମିଡିଆ ’ଏକ୍ସ’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଏସିଆନ ଗେମ୍ସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଲୋକମାନେ ଆନନ୍ଦିତ ଯେ, ଆମେ ୧୦୦ ପଦକ ମାଇଲଖୁଣ୍ଟରେ ପହଞ୍ଚିଛୁ। ଏହି ଅବସରରେ, ମୁଁ ଆମର ଆଥଲେଟମାନଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି ଯାହାଙ୍କ କାରଣରୁ ଭାରତକୁ ଏହି ଐତିହାସିକ ସଫଳତା ମିଳିଛି। ତାଙ୍କର ଉଜ୍ଜ୍ୱଳ ପ୍ରଦର୍ଶନ ହେତୁ ଆଜି ଆମେ ଗର୍ବିତ ଅନୁଭବ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri