ଉପହାର ଲୋଭରେ ୧.୨୫ ଲକ୍ଷ ହରାଇଲେ ମହିଳା

ଭୁବନେଶ୍ୱର,୧୦।୫ (ବ୍ୟୁରୋ):ଉପହାର ପାଇବା ଆଶାରେ ୧ଲକ୍ଷ ୨୫ହଜାର ହରାଇଛନ୍ତି ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳର ଜଣେ ମହିଳା। ସାଇବର ଠକେଇର ଶିକାର ହୋଇଥିବା ଜାଣିବା ପରେ ସେ ସାଇବର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ସାଇବର ଠକ ଜଣକ ତାଙ୍କ ହ୍ବାଟ୍‌ସଆପ୍‌କୁ ଏକ ମେସେଜ ପଠାଇ ବନ୍ଧୁତା ସ୍ଥାପନ କରିଥିଲେ। ସେ ନିଜକୁ ଜଣେ ପାଇଲଟ୍‌ ବୋଲି ପରିଚୟ ଦେଇଥିଲେ। ପରବର୍ତ୍ତୀ ସମୟରେ ବହୁ ଲକ୍ଷ ଟଙ୍କାର ଉପହାର ଦେବାକୁ କହି ପର୍ଯ୍ୟାୟକ୍ରମେ ୧ ଲକ୍ଷ ୨୫ ହଜାର ଟଙ୍କା ଠକିନେଇଥିଲେ। ହେଲେ ପରେ କୌଣସି ଉପହାର ନ ପଠାଇ ସାଇବର ଠକ ନିଜ ହ୍ବାଟ୍‌ସଆପ୍‌ ବ୍ଲକ୍‌ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜିଲାରେ ହେବ ସାଇନ୍ସ ପାର୍କ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ...

କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର

ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ...

ଅଳିଆଗଦାରେ ପଡ଼ିଛି ମହାପ୍ରସାଦ

ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ...

କେନ୍ଦ୍ରାପଡ଼ା ଜିଲାର ୬୦ ଭାଗ ଗାଁରେ ମିଳୁନି ପାନୀୟଜଳ

କେନ୍ଦ୍ରାପଡ଼ା ଅଫିସ, ୨୮ା୭: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଲୁଣାଞ୍ଚଳବାସୀଙ୍କ ପାଇଁ ଗତ ୨୦୧୮ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଧା...

‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’

ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ...

ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

୨୭ରୁ ଡିପ୍ଲୋମା ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ପଲିଟେକ୍‌ନିକ୍‌ ଏବଂ ଡିପ୍ଲୋମା କଲେଜରେ ୨୦୨୨-୨୩ ଶିକ୍ଷାବର୍ଷରେ ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରୀଛାତ୍ରମାନେ ଆସନ୍ତା...

Advertisement
Archives

Model This Week