Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ପାରିତ ହେବା ପରେ ଭାଜପା ମୁଖ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୯: ନାରୀଶକ୍ତି ବନ୍ଦନ ଅଧିନିୟମ (ମହିଳା ସଂରକ୍ଷଣ ବିଲ୍‌) ୨୦୨୩ ରାଜ୍ୟ ସଭାରେ ପାରିତ ହେବା ପରେ ଭାଜପା ମୁଖ୍ୟାଳୟରେ ଉତ୍ସବ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳର ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଭାଜପା ମହିଳା ମୋର୍ଚ୍ଚା କର୍ମୀମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଛନ୍ତି।

ଭାଜପା ମୁଖ୍ୟାଳୟ ବାହାରେ କଳାକାରମାନେ ବାଦ୍ୟଯନ୍ତ୍ର ବଜାଉଥିବାର ନଜର ଆସିଛନ୍ତି। ଏଥି ସହିତ ଭାଜପା ମହିଳା ମୋର୍ଚ୍ଚା କର୍ମୀମାନେ ନାଚି ଉତ୍ସବ ପାଳନ କରିଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଠା ମଧ୍ୟ ଦଳର ମୁଖ୍ୟାଳୟରେ ପହଞ୍ଚିଛନ୍ତି। ଏହି ସମୟରେ ଦଳର ସମସ୍ତ ମହିଳା ଏମ୍‌ପି ଭାଜପା ମୁଖ୍ୟାଳୟରେ ଉପସ୍ଥିତ ରହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?