Posted inଜାତୀୟ

‘ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହେବା ଏକ ସୁବର୍ଣ୍ଣ ମୁହୁର୍ତ୍ତ’, ସମସ୍ତ ଏମପିଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ଭାରତର ସଂସଦୀୟ ଯାତ୍ରାରେ ଏକ ସୁବର୍ଣ୍ଣ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି ଯେ ମାତୃ ଶକ୍ତିର ଆତ୍ମବିଶ୍ୱାସ ଦେଶକୁ ଏକ ନୂତନ ଦିଗ ଦେବ। ନିମ୍ନ ଗୃହରେ ଏହି ବିଲ ପାସ କରିବାରେ ବ୍ୟାପକ ସହଯୋଗ କରିଥିବାରୁ ଶାସକ ଦଳର ସମସ୍ତ ସଦସ୍ୟ ତଥା ବିରୋଧୀ ଦଳକୁ ପ୍ରଧାନମନ୍ତ୍ରୀ ମୋଦି କୃତଜ୍ଞତା ଜଣାଇଛନ୍ତି। ସେପ୍ଟେମ୍ବର ୨୦ ରେ, ସଂସଦ ଏବଂ ବିଧାନସଭା ସଭାରେ ମହିଳାମାନଙ୍କ ପାଇଁ ଏକ ତୃତୀୟାଂଶ ସଂରକ୍ଷଣ ପାଇଁ ଅଣାଯାଇଥିବା ନାରୀ ଶକ୍ତି ବନ୍ଦନ ଆଧିନିୟମ ବିଲ ଲୋକ ସଭାରେ ପାରିତ ହୋଇଥିଲା।
ସକାଳ ୧୧ଟାରୁ ଗୃହ ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗୃହକୁ ସମ୍ବୋଧିତ କରିବାକୁ ଆମନ୍ତ୍ରଣ କରିଥିଲେ। ପ୍ରଧାନମନ୍ତ୍ରୀ ସମଗ୍ର ଗୃହକୁ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି ଯେ ଗତକାଲି ଲୋକ ସଭାରେ ଭାରତର ସଂସଦୀୟ ଯାତ୍ରାର ସୁବର୍ଣ୍ଣ ମୁହୂର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri