ବଜ୍ରାଘାତରେ ମହିଳା ଗୁରୁତର

ହିଞ୍ଜିଳିକାଟୁ,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଧୋଡ଼ି ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଟପୁର ଗାଁରେ ବଜ୍ରାଘାତରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗାଁର କାଳିଆ ରାଉତ(୪୦)। ମହିଳା ଜଣଙ୍କ ଚାଷଜମିରେ କାମ କରୁଥିବା ବେଳେ ହଠାତ୍‌ ବଜ୍ରପାତରେ ହେବାରୁ ସେ ପଡ଼ିଯାଇଥିଲେ। ନିକଟରେ କାମ କରୁଥିବା ଲୋକେ ତାଙ୍କୁ ଉଦ୍ଧାର କରି ବେଲଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri