Posted inଜାତୀୟ

ମହିଳାମାନେ ପର୍ସରେ ଲିପ୍‌ଷ୍ଟିକ୍‌, ଲଙ୍କା ପାଉଡର ଏବଂ ରାମପୁରୀ ଛୁରୀ ରଖିବା ଉଚିତ; ମନ୍ତ୍ରୀଙ୍କ ପରାମର୍ଶ…

ମୁମ୍ବାଇ,୯।୩: ମହିଳାମାନେ ନିଜ ପର୍ସରେ ରାମପୁରୀ ଛୁରୀ ରଖିବା ଉଚିତ। କିଛି ଏଭଳି ପରାମର୍ଶ ଦେଇ ଚର୍ଚ୍ଚାରେ ଦେବେନ୍ଦ୍ର ଫଡନବୀସଙ୍କ ସରକାରଙ୍କ ମନ୍ତ୍ରୀ ଗୁଲାବରାଓ ପାଟିଲ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମନ୍ତ୍ରୀ ଏହି ପରାମର୍ଶ ଦେଇଛନ୍ତି। ତାଙ୍କର ଏଭଳି ବୟାନକୁ ବେଶ ପସନ୍ଦ କରାଯାଉଛି।

ତେବେ ମହାରାଷ୍ଟ୍ରର ମନ୍ତ୍ରୀ ତଥା ଶିବସେନା ନେତା ପାଟିଲ କହିଛନ୍ତି ଯେ ମହିଳାମାନେ ନିଜ ପର୍ସରେ ଲିପଷ୍ଟିକ, ଲଙ୍କା ପାଉଡର ଏବଂ ରାମପୁରୀ ଛୁରୀ ରଖିବା ଉଚିତ। ୮ ମାର୍ଚ୍ଚ, ୨୦୨୫ (ଶନିବାର) ମହାରାଷ୍ଟ୍ରର ଜଳଗାଁଓରେ ଏକ କାର୍ଯ୍ୟକ୍ରମରେ ସେ ଏହି ପରାମର୍ଶ ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ’ମହିଳାମାନେ ଦୁର୍ବଳ ନୁହେଁ, ଯୋଦ୍ଧା ହେବା ଉଚିତ… ବାଲାସାହେବ ଠାକରେ ଏହା ମଧ୍ୟ କହିଥିଲେ ଯେ ଲିପଷ୍ଟିକ ସହିତ, ମହିଳାମାନେ ନିଜ ପର୍ସରେ ଲଙ୍କା ପାଉଡର ଏବଂ ଛୁରୀ ମଧ୍ୟ ରଖିବା ଉଚିତ।’ ଏବେ ମହିଳାମାନଙ୍କୁ ମଧ୍ୟ ଆଗକୁ ଆସିବାକୁ ପଡିବ।

ମହିଳାଙ୍କୁ ସମାନ ଢାଲ, ସମାନ ଖଣ୍ଡା ଏବଂ ସମାନ ଦାୟିତ୍ୱ ନେବାକୁ ପଡିବ। ତୁମମାନଙ୍କ ଭିତରେ ଛେଳି ଦେଖୁନାହିଁ, ଏକ ସିଂହୀ ଦେଖୁଛି। ମହିଳାମାନଙ୍କ ମଧ୍ୟରେ ଏପରି ଏକ ପ୍ରତିଛବି ସୃଷ୍ଟି ହେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri