‘ନାରୀ ନିଜ ସ୍ବତନ୍ତ୍ରତା ବଜାୟ ରଖିବା ଉଚିତ’

ଭୁବନେଶ୍ୱର,୩୧।୭: ମୈତ୍ରେୟୀ ଲେଖିକା ସଂଗଠନ ତରଫରୁ ଆଭାସୀ ମଞ୍ଚରେ ‘ଓଡ଼ିଶାରେ ନାରୀବାଦର ବିମର୍ଷ ଶୀର୍ଷକ’ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବକ୍ତା ଭାବେ ସାହିତି୍ୟକା କମଳା ଶତପଥୀ, ସାମ୍ବାଦିକ ଶାଶ୍ୱତୀ କର ଯୋଗଦେଇ ନିଜ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।

‘ଓଡ଼ିଶାରେ ନାରୀବାଦର ବିମର୍ଷ ଶୀର୍ଷକ’ ବିଷୟକୁ ନେଇ ଜ୍ୟୋତ୍ସ୍ନା ମହାପାତ୍ର, ଶର୍ମିଷ୍ଠା ମହାପାତ୍ର, ଅମ୍ବିକା ସ୍ବାଇଁ ପ୍ରବନ୍ଧ ପାଠ କରିଥିବା ବେଳେ ପ୍ରତିଭା ପ୍ରିୟଦର୍ଶିନୀ, ସୁସ୍ମିତା ମହାପାତ୍ର, ରଶ୍ମି ସାହୁ, ମିରିନା ମହାନ୍ତି, ଶକ୍ତିପ୍ରଭା ମିଶ୍ର, ଗାୟତ୍ରୀ ଆର୍ଯ୍ୟ, ଅନିତା ପାଣି ପ୍ରମୁଖ ସ୍ବରଚିତ କବିତା ଆବୃତ୍ତି କରିଥିଲେ।

ନାରୀ ନିଜ ସ୍ବତନ୍ତ୍ରତା ବଜାୟ ରଖିବା ଜରୁରୀ ବୋଲି ଆଲୋଚନାରେ ମତପ୍ରକାଶ ପାଇଥିଲା। ମୈତ୍ରେୟୀ ସଂଗଠନର ବରିଷ୍ଠ ସଦସ୍ୟା ସାମାଜିକ କର୍ମୀ ଭବାନୀ ଭୂୟାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଭାସୀ ମଞ୍ଚକୁ ନିଜର ସୁଲଳିତ ସଂଯୋଜନା ମାଧ୍ୟମରେ ଆକର୍ଷଣୀୟ କରିଥିଲେ ମୈତ୍ରେୟୀ କାର୍ଯ୍ୟନିର୍ବାହୀ ସଦସ୍ୟ ବିଜୟଲକ୍ଷ୍ମୀ ପାଣିଗ୍ରାହୀ। ସଂଗଠନର ଦେବ ରଞ୍ଜନ, ଅମୀୟ ବେଜ, ଓମ୍‌ ଅଭିଜ୍ଞାନ ସାହୁ, ମୀନକେତନ ପଶାୟତ, ରତ୍ନାକର ବେହେରା, କ୍ଷୀରୋଦ ବିଶ୍ୱାଳ, ପ୍ରିୟମ୍ବଦା ରଥ ପ୍ରମୁଖ ଯୋଗଦେଇ ଥିଲେ। ସୁପ୍ତି କର ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri