ଲୋକପ୍ରିୟ ‘ମୋନାଲିସା’ ପେଣ୍ଟିଂ ଉପରେ ସୁପ୍‌ ଫିଙ୍ଗିଦେଲେ ମହିଳା, ଆଉ ତା’ପରେ…

ପ୍ୟାରିସ,୩୦।୧: ଦୁନିଆର ସବୁଠାରୁ ଲୋକପ୍ରିୟ ପେଣ୍ଟିଂ ଲିଓନାର୍ଡ ଦା ଭିନସିଙ୍କ ମୋନାଲିସା ସବୁଠି ପରିଚିତ। ଏହି ପେଣ୍ଟିଂ ପ୍ୟାରିସର ମ୍ୟୁଜିୟମରେ କଡା ସୁରକ୍ଷା ବଳୟରେ ରହିଛି। କିନ୍ତୁ ନିକଟରେ କିଛି ମହିଳା ଏହି ପେଣ୍ଟିଂ ଉପରେ ସୁପ୍‌ ପକାଇ ଦେଇଥିଲେ। ଯାହାକୁ ନେଇ ମ୍ୟୁଜିୟମରେ ହଇଚଇ ସୃଷ୍ଟି ହୋଇଥିଲା।

କହିରଖୁଛୁ କି, ଫ୍ରାନ୍ସର କିଛି ପ୍ରଦର୍ଶନକାରୀ ପୋଷକ ଭୋଜନ ଦାବିରେ ବିରୋଧ ପ୍ରଦର୍ଶନ କରୁଥିଲେ। କାରଣ ଫ୍ରାନ୍ସରେ ଏବେ ଖାଦ୍ୟ ସଙ୍କଟ ଦେଖାଦେଇଛି। ଏହି ସମୟରେ ସେମାନେ ମ୍ୟୁଜିୟମ ଭିତରେ ପଶି ପେଣ୍ଟିଂ ଉପରେ ସୁପ୍‌ ଫିଙ୍ଗିିଥିଲେ। କିନ୍ତୁ ପେଣ୍ଟିଂର କିଛି କ୍ଷତି ହୋଇ ନ ଥିବା ଜଣାପଡିଛି। କାରଣ ପେଣ୍ଟିଂ ବୁଲେଟ୍‌ ଫ୍ରୁଫ୍‌ ଗ୍ଲାସ ଭିତରେ ରହିଛି। ଏହା ପୂର୍ବରୁ କିଛିଜଣ ପେଣ୍ଟିଂରେ କେକ୍‌ ପକାଇ ଦେଇଥିଲେ। ଯାହାପରେ ଏହି ଚିତ୍ରକଳାର ସୁରକ୍ଷା ଦାୟିତ୍ୱ ବଢାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri