ଘରକୁ ଘର ବୁଲି ଡେଙ୍ଗୁ ସଚେତନତା କଲେ ମହିଳା

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ସତ୍ୟନଗର ଲେଡିଜ୍‌ ଫୋରମ୍‌ ଓ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେଶନର ମିଳିତ ସହଯୋଗରେ ସତ୍ୟନଗର ଦୁର୍ଗାମଣ୍ଡପ ବସ୍ତିଠାରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କର୍ପୋରେଶନ ପକ୍ଷରୁ ସମସ୍ତ ବସ୍ତିକୁ ବିଶୋଧନ କରାଯିବା ସହ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା ସୃଷ୍ଟି କରାଯାଇଥିଲା। ଫୋରମ୍‌ ସଦସ୍ୟାମାନେ ଘରକୁ ଘର ବୁଲି ସଚେତନତା ପତ୍ର ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଡେପୁଟି କମିଶନର ଶ୍ରୀମନ୍ତ ମିଶ୍ର, ଓ୍ବାର୍ଡ ଅଫିସର ପ୍ରମୁଖ ସାମିଲ ଥିଲେ। କାର୍ଯ୍ୟକ୍ରମକୁ ଫୋରମ୍‌ର ସମ୍ପାଦିକା ଅନୁରାଧା ଦାଶ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ...

ପ୍ରତିଦିନ ଏହି ସମୟରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ।...

ମହିଳାଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାଶ: ଭାଇଙ୍କଠାରୁ କୋଟିଏ ଟଙ୍କା ଝଡ଼ାଇବାକୁ ନିଜେ ରଚିଥିଲେ ନାଟକ

ଭୁବନେଶ୍ୱର,୨୧ା୬: ଭୁବନେଶ୍ବରରୁ ମହିଳା ଅପହରଣ ମାମଲାର ପର୍ଦ୍ଦାଫାଶ କରିଛି ପୋଲିସ। ନିଜ ଭାଇଙ୍କଠାରୁ ୧ କୋଟି ଟଙ୍କା ଝଡ଼ାଇବାକୁ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ...

କାଳିମାଡ଼କୁ ନେଇ ଆସିଲା ଶରତଙ୍କ ପ୍ରତିକ୍ରିୟା, କହିଲେ ଏହିମାନେ କରିଛନ୍ତି…

ଭୁବନେଶ୍ୱର,୨୧।୬: କାଳିମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତିକ୍ରିୟା ରଖିଛନ୍ତି। ଶରତ କହିଛନ୍ତି, ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି। ପୂର୍ବଥର...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତ୍ୟେକ ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୧।୬: ଆଜି ରାଜ୍ୟରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀରରେ ଯୋଗ ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଇଛନ୍ତି।...

ଚାମ୍ବରରେ ବସିଥିବା ବେଳେ ପିସିସି ସଭାପତିଙ୍କୁ କାଳିମାଡ଼, ଭିଡିଓ ଦେଖିଲେ…

ଭୁବନେଶ୍ୱର,୨୧ା୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଶୁକ୍ରବାର କାଳିମାଡ଼ ହୋଇଥିବା ଜଣାପଡ଼ିଛି। କଂଗ୍ରେସ ଭବନ ଚାମ୍ବରରେ ବସିଥିବା ବେଳେ ତାଙ୍କୁ କାଳିମାଡ଼ ହୋଇଛି। ଦଳର ଅସନ୍ତୋଷ...

ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପକୁ ନେଇ ଏମିତି କହିଲେ ରାଜ୍ୟ ଗୃହନିର୍ମାଣ ମନ୍ତ୍ରୀ

ଭୁବନେଶ୍ୱର,୨୧।୬: ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି କହିଛନ୍ତି, ରାଜ୍ୟର ରାଜଧାନୀ ଭୁବନେଶ୍ୱରକୁ ଆନ୍ତର୍ଜାତିକ...

ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri