ଘରକୁ ଘର ବୁଲି ଡେଙ୍ଗୁ ସଚେତନତା କଲେ ମହିଳା

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ସତ୍ୟନଗର ଲେଡିଜ୍‌ ଫୋରମ୍‌ ଓ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେଶନର ମିଳିତ ସହଯୋଗରେ ସତ୍ୟନଗର ଦୁର୍ଗାମଣ୍ଡପ ବସ୍ତିଠାରେ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କର୍ପୋରେଶନ ପକ୍ଷରୁ ସମସ୍ତ ବସ୍ତିକୁ ବିଶୋଧନ କରାଯିବା ସହ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା ସୃଷ୍ଟି କରାଯାଇଥିଲା। ଫୋରମ୍‌ ସଦସ୍ୟାମାନେ ଘରକୁ ଘର ବୁଲି ସଚେତନତା ପତ୍ର ବଣ୍ଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଡେପୁଟି କମିଶନର ଶ୍ରୀମନ୍ତ ମିଶ୍ର, ଓ୍ବାର୍ଡ ଅଫିସର ପ୍ରମୁଖ ସାମିଲ ଥିଲେ। କାର୍ଯ୍ୟକ୍ରମକୁ ଫୋରମ୍‌ର ସମ୍ପାଦିକା ଅନୁରାଧା ଦାଶ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍‌ଷ୍ଟାଣ୍ଡ କାମ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ...

ବାଲିଯାତ୍ରାରେ ସାହିତ୍ୟ, ସଂସ୍କୃତି, ବିଜ୍ଞାନକୁ ନେଇ ଚର୍ଚ୍ଚା

କଟକ ଅଫିସ, ୧୯ା୧୧: ଐତିହାସିକ ବାଲିଯାତ୍ରାର ସୋମବାର ଥିଲା ସପ୍ତମ ଦିବସ। ବାଲିଯାତ୍ରା ସରି ଆସୁଥିବାବେଳେ ଲୋକଙ୍କ ଭିଡ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ସନ୍ଧ୍ୟାରେ...

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌...

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ...

ପାର୍କିଂ, ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ କଲେ ମଲ୍‌ ଖୋଲିବା ମନା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଉଦ୍‌ଘାଟନ ଅପେକ୍ଷାରେ ଥିବା ଉତ୍କଳ କଳିକା ମଲ୍‌କୁ ଲାଗିଛି ଝଟ୍‌କା। ପାର୍କିଂ ସହ ଅନ୍ୟ କେତେକ ବ୍ୟବସ୍ଥା ନ ଥିବାରୁ ମଲ୍‌ ସଂକ୍ରାନ୍ତରେ...

ବିରୋଧୀଙ୍କ ଅନୁପସ୍ଥିତିରେ ଏସ୍‌ସି ଏସ୍‌ଟି ବିଭାଗ ଖର୍ଚ୍ଚ ଦାବି ଗୃହୀତ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅନୁସୂଚିତ ଜାତି ଓ ଜନଜାତି (ଏସ୍‌ସିଏସ୍‌ଟି) ଉନ୍ନୟନ ବିଭାଗ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଖର୍ଚ୍ଚ ଦାବି ଗୃହୀତ କରିଛନ୍ତି। ବାରମ୍ବାର...

ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୧୦୦ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଗୁଣାତ୍ମକ ଶିକ୍ଷା ପ୍ରତି ଓଡ଼ିଶା ସରକାର ପ୍ରତିବଦ୍ଧ। ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହନ ଦେବାକୁ ସମଗ୍ର ରାଜ୍ୟରେ ନୂତନ ଢାଞ୍ଚାରେ ୨୧୪ ଆଦର୍ଶ ବିଦ୍ୟାଳୟ...

ପଛରୁ ପିଟିଦେଲା ହାଇୱା

ଭୁବନେଶ୍ବର,୮।୪(ବ୍ୟୁରୋ): ସ୍କୁଟିକୁ ପଛ ପଟୁ ପିଟିଲା ହାଇୱା ଟ୍ରକ୍‌। ଏଭଳି ଏକ ଦୁର୍ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା...

Advertisement
Archives

Model This Week