ବିଶପ୍‌ ବୈଠକରେ ମହିଳାଙ୍କୁ ମିଳିଲା ଭୋଟ ଅନୁମତି

ଭାଟିକାନ୍‌ ସିଟି,୨୭ା୪: ବିଶପ୍‌ମାନଙ୍କ ଆଗାମୀ ବୈଠକରେ ମହିଳାମାନଙ୍କୁ ଭୋଟ ଅଧିକାର ଦେବା ପାଇଁ ପୋପ୍‌ ଫ୍ରାନ୍ସିସ୍‌ ନିଷ୍ପତ୍ତି ନେଇଛନ୍ତି। କାଥୋଲିକ୍‌ ଚର୍ଚ୍ଚରେ ମହିଳାମାନଙ୍କୁ ବଡ଼ ନିଷ୍ପତ୍ତି ନେବାର ଦାୟିତ୍ୱ ଦେବା ପାଇଁ ପୋପ୍‌ ଆଶା ରଖିଥିବା ଉପରୋକ୍ତ ନିଷ୍ପତ୍ତିରୁ ପ୍ରତିଫଳିତ ହୋଇଛି। ବିଶପ୍‌ମାନଙ୍କ ସଭା (ସିନୋଡ୍‌)ର ପରିଚାଳନା ନିୟମାବଳୀରେ ପରିବର୍ତ୍ତନକୁ ପୋପ୍‌ ଅନୁମୋଦନ କରିଛନ୍ତି। ଉକ୍ତ ସଭାରେ ବିଶ୍ୱର ସବୁ ବିଶପ୍‌ ଏକାଠି ହୋଇଥାନ୍ତି। ସିନୋଡ୍‌ରେ ଭୋଟ ଅଧିକାର ପାଇଁ ମହିଳାମାନେ ବହୁ ଦଶନ୍ଧି ହେଲା ଦାବି କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri