Posted inଖେଳ

ବିଶ୍ୱକପ୍‌ ଜିତିଲେ ମହିଳାଙ୍କୁ ମିଳିବ କୋଟି କୋଟି ଟଙ୍କାର ପୁରସ୍କାର, ଜାଣନ୍ତୁ…

ନୂଆଦିଲ୍ଲୀ,୧ା୧୧: ମହିଳା ଦିନିକିଆ କ୍ରିକେଟ୍‌ ବିଶ୍ୱକପ୍‌ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଯଦି ଆଇସିସି ଟ୍ରଫି ଉଠାଇବାରେ ସଫଳ ହୁଏ, ତେବେ ବିସିସିଆଇ ପକ୍ଷରୁ ସେମାନଙ୍କୁ ଗତବର୍ଷ ଟି୨୦ ବିଶ୍ୱକପ୍‌ ଜିତିଥିବା ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଭଳି ୧୨୫ କୋଟି ଟଙ୍କାର ପୁରସ୍କାର ରାଶି ଦିଆଯିବ।

”ଉଭୟ ପୁରୁଷ ଓ ମହିଳାଙ୍କ ପାଇଁ ସମାନ ବେତନକୁ ବିସିସିଆଇ ସମର୍ଥନ କରେ। ଏଣୁ ଯଦି ମହିଳାମାନେ ବିଶ୍ୱକପ୍‌ ଜିତନ୍ତି, ତେବେ ସେମାନଙ୍କୁ ବିଶ୍ୱକପ୍‌ ବିଜୟୀ ପୁରୁଷ ଦଳଠାରୁ କମ୍‌ ଦିଆଯାଇପାରିବ ନାହିଁ। କିନ୍ତୁ ଏହି ସମ୍ପର୍କରେ ଘୋଷଣା କରିବା ଉଚିତ ହେବ ନାହିଁ“ ବୋଲି ବିସିସିଆଇ ସୂତ୍ରରୁ କୁହାଯାଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

‘ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ କରିବାର ପରମ୍ପରାକୁ ବଜାୟ ରଖିଛି ଭାଜପା’: ସଞ୍ଜୟ ରାଉତଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୯।୫: ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ଗୋଷ୍ଠୀର ନେତା ଏବଂ ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀଙ୍କୁ ଚୟନ କରିବା…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ…

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri