Advertisement

ଗଣତନ୍ତ୍ରକୁ ସୁଦୃଢ଼ କରିବେ ମହିଳା

ମେକ୍ସିକୋ ସିଟି,୪ା୧୧:ମେକ୍ସିକୋ ସିଟି ମେୟର କ୍ଲାଉଡିଆ ଶେଇବଉମ୍‌ ପେସାରେ ଜଣେ ଡାକ୍ତର। ଜଣେ ପରିବେଶବିତ୍‌ ଭାବେ ଜଣାଶୁଣା ଏହି ୬୦ ବର୍ଷୀୟା ମହିଳା ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ମେକ୍ସିକୋ ସମ୍ବିଧାନ ଅନୁସାରେ ରାଷ୍ଟ୍ରପତି ଆଣ୍ଡ୍ରେସ୍‌ ମାନୁଏଲ ଲୋପେଜ୍‌ ଓବ୍ରାଡର ପୁନଃ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ତେଣୁ ତାଙ୍କ ନେତୃତ୍ୱାଧୀନ ନ୍ୟାଶନାଲ ରିଜେନେରେଶନ ମୁଭ୍‌ମେଣ୍ଟ ପକ୍ଷରୁ କ୍ଲାଉଡିଆଙ୍କୁ ପ୍ରାର୍ଥୀ କରାଯାଇଛି। କ୍ଲାଉଡିଆ ନିର୍ବାଚନରେ ବିଜୟୀ ହେଲେ ସେ ହେବେ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି। ଶାସକ ଦଳରୁ ପ୍ରାର୍ଥୀ ହେଉଥିବା କ୍ଲାଉଡିଆ କହିଛନ୍ତି, ରାଜନୀତିରେ ମହିଳାମାନଙ୍କ ଯୋଗଦାନ ବଢ଼ିଲେ ଗଣତନ୍ତ୍ର ସୁଦୃଢ଼ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଭାରତକୁ ଫେରାଇଲା ୩୦୭ ପ୍ରାଚୀନ ବସ୍ତୁ

ନ୍ୟୁୟର୍କ,୧୯ା୧୦: ଭାରତରୁ ଚୋରି ହୋଇଥିବା ଐତିହ୍ୟ ବର୍ତ୍ତମାନ ଦେଶକୁ ଫେରି ଆସିଛି। ଲୁଟେରାଙ୍କ ଦ୍ୱାରା ଏହି ଚୋରି ସାମଗ୍ରୀ ଆମେରିକାରେ ପହଞ୍ଚିଥିଲା। ୧୫ ବର୍ଷର ଅନୁସନ୍ଧାନ...

ତାଇଓ୍ବାନ ଭୂକମ୍ପରେ ୧୪୬ ଆହତ: ରାସ୍ତାରେ ଫସିଛନ୍ତି ଶତାଧିକ ଲୋକ

ତାଇପେଇ,୧୯ା୯: ତାଇଓ୍ବାନର ଦକ୍ଷିଣ-ପୂର୍ବ ଭାଗରେ ଶକ୍ତିଶାଳୀ ଭୂକମ୍ପ ଯୋଗୁ ୧୪୬ ଜଣ ଆହତ ହୋଇଥିବା ସୋମବାର ସୂଚନା ମିଳିଛି। ଏପରି କି ପୂର୍ବ ତାଇଓ୍ବାନର ଡୋଙ୍ଗଲି...

କରୋନା ଭାଙ୍ଗିଲା ରେକର୍ଡ: ଗୋଟିଏ ଦିନରେ ୫୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ବ୍ରାସିଲିଆ, ୨୦।୬: କରୋନା ମହାମାରୀ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ଆତଙ୍କ ଦେଖାଦେଇଛି। ବ୍ରାଜିଲ୍‌ରେ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ...

ମଣିଷଠୁ ୨.୫ ନିୟୁତ ଗୁଣ ଅଧିକ ପିମ୍ପୁଡ଼ି ସଂଖ୍ୟା

ହଂକଂ,୨୨।୯: ଜୀବଜଗତର ପରିଶ୍ରମୀ କୀଟ କହିଲେ ପିମ୍ପୁଡିକୁ ବୁଝାଏ। ଘର, ଗଛ, ମାଟିତଳ ହେଉ ଅବା ଗାତ ପ୍ରତ୍ୟେକ ସ୍ଥାନରେ ଏମାନେ ଦେଖାଯାଆନ୍ତି। ବିଶେଷ କରି...

ପ୍ରସ୍ତର ଯୁଗ ରହସ୍ୟ ଖୋଲିଲା ‘ଚୁଇଂଗମ୍‌’

କୋପେନହେଗେନ: ଡେନ୍‌ମାର୍କର ସିଲ୍‌ଥୋଲମ୍‌ରେ ଉତ୍‌ଖନନ ସମୟରେ ୫୭୦୦ ବର୍ଷର ପୁରୁଣା ଏକ ଚୁଇଂଗମ୍‌ ମିଳିଛି। ବିଶେଷଜ୍ଞମାନେ ଏହା ଉପରେ ଅଧିକ ଗବେଷଣା କରି ପ୍ରସ୍ତର ଯୁଗ...

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ...

୧୨୦ ଦେଶକୁ ସହାୟତା ଦେବ ଆମେରିକା

ଓ୍ବାଶିଂଟନ,୪ା୫: କୋଭିଡ୍‌-୧୯ ବିରୋଧୀ ଲଢ଼େଇ ପାଇଁ ଭାରତ ସମେତ ୧୨୦ ଦେଶକୁ ଆମେରିକା ୭୭୫ ନିୟୁତ ଡଲାର ସହାୟତାର ପ୍ରତିଶ୍ରୁତି ଦେଇଛି। ଜରୁରୀ ସ୍ବାସ୍ଥ୍ୟସେବା, ମାନବୀୟ...

ଲିସିଚାଂସ୍କ ସହରକୁ କବଜା କଲା ରୁଷିଆ, ୨୦୦୦ ୟୁକ୍ରେନ ସେନାଙ୍କୁ ବି ଘେରିଲା

କ୍ୱିଭ/ମସ୍କୋ, ୨୫ ।୬: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୪ ମାସ ପୂରଣ ହୋଇଥିଲେ ବି ଏବେବି ରୁଷିଆ ପକ୍ଷରୁ ଲାଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି...

Advertisement
Archives

Model This Week