ସବୁଠି ସୌମ୍ୟାଶ୍ରୀ ତାତି: ଦିଗପହଣ୍ଡିରେ ମହିଳା ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦିଗପହଣ୍ଡି,୧୬।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ମହିଳା ବିଜେଡି ପକ୍ଷରୁ ବୁଧବାର ସଂଧ୍ୟାରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଏହି ଶୋଭାଯାତ୍ରା ବଜାର ଗାନ୍ଧୀ ଛକରୁ ବାହାରି ସନ୍ଥ ଅରକ୍ଷିତ ଦାସ ବସଷ୍ଟାଣ୍ଡରେ ପହଞ୍ଚିଥିଲା। ସେଠାରେ ମହିଳା ବିଜେଡି ସଭାପତି ଅନିତା ବେହେରା, କାର୍ଯ୍ୟକର୍ତ୍ତା ଶିବଲକ୍ଷ୍ମୀ ପଟ୍ଟନାୟକ, ବିଜୟଲକ୍ଷ୍ମୀ ପାଣିଗ୍ରାହୀଙ୍କ ସମେତ କାଉନସିଲ୍‌ର ପ୍ରତିନିଧି ରମେଶ ଚନ୍ଦ୍ର ଜେନା ଏବଂ ପୂର୍ବତନ କାଉନସିଲର ମାଗି ସେଠୀ ପ୍ରମୁଖ ଉପସ୍ଥିତ ରହି ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବୀ କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ମାରଣ ନୀତିର ତୀବ୍ର ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri