ନୂଆଦିଲ୍ଲୀ, ୯ା୮ : ଆଇସିସି ମହିଳା ଟି୨୦ ବିଶ୍ୱକପ୍ ୨୦୨୩ ଫେବୃୟାରୀରେ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବ। ଅକ୍ଟୋବର ୧୧ରେ ସିନିୟର ମହିଳା ଟି୨୦ ଟ୍ରଫି ସହ ମହିଳା କ୍ୟାଲେଣ୍ଡର ଆରମ୍ଭ ହେବ। ଏହା ନଭେମ୍ବର ୫ରେ ଶେଷ ହେବ। ପରେ ସିନିୟର ମହିଳା ଇଣ୍ଟର-ଜୋନାଲ ଟି୨୦ ଓ ଟି୨୦ ଚ୍ୟାଲେଞ୍ଜର ଖେଳାଯିବ। ପରେ ୫୦ ଓଭର ଫର୍ମାଟ୍ରେ ସିନିୟର ମହିଳା ଦିନିକିଆ ଏବଂ ଇଣ୍ଟର-ଜୋନାଲ ଦିନିକିଆ ଖେଳାଯିବ। ଉଭୟ ସିନିୟର ମହିଳା ଇଣ୍ଟର-ଜୋନାଲ ଟି୨୦ ଏବଂ ଦିନିକିଆ ଏହି ସିଜନରେ ପୁନଃ ପ୍ରଚଳିତ ହେବ। ବୋର୍ଡ ତରଫରୁ ପ୍ରଥମେ ୧୬ ବର୍ଷରୁ କମ୍ସ୍ତରରେ ବାଳିକାମାନଙ୍କ ଲାଗି ଏକ ଦିନିକିଆ ଟୁର୍ନାମେଣ୍ଟ ହେବ। ଆସନ୍ତା ଜାନୁୟାରୀରେ ଦକ୍ଷିଣ ଆଫ୍ରିକାରେ ୧୯ ବର୍ଷରୁ କମ୍ ମହିଳା ଟି୨୦ ବିଶ୍ୱକପ୍ର ପ୍ରଥମ ସଂସ୍କରଣ ଆୟୋଜନ ହେବ। ଦେଶରେ ୧୯ ବର୍ଷରୁ କମ୍ ମହିଳା ଟି୨୦ ଟ୍ରଫି ଏବଂ ୧୯ ବର୍ଷରୁ କମ୍ ମହିଳା ଟି୨୦ ଚ୍ୟାଲେଞ୍ଜର ଅକ୍ଟୋବର ୧ରୁ ନଭେମ୍ବର ୭ ପର୍ଯ୍ୟନ୍ତ କରାଯିବା ଲାଗି ଧାର୍ଯ୍ୟ କରାଯାଇଛି।
କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ
ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…
ଆଉଟ୍ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video
କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…
କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା
ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…
କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…
ହକି ବିଶ୍ୱକପ୍ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍ ମ୍ୟାଚ୍, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍
ଆମଷ୍ଟେଲଭିନ୍,୨୧ା: ଚଳିତ ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…
ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ
ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…
ଲଡର୍ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି
ଲଣ୍ଡନ,୨୦ା୮: ଲଡର୍ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…
ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ
ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…
Archives

