Posted inଖେଳ

ମହିଳା ହକି: ଜର୍ମାନୀଠାରୁ ହାରିଲା ଭାରତ

ଡସେଲଡର୍ଫ,୨୮ା୨ (ପି.ଟି.)- ବିଶ୍ୱର ୩ ନମ୍ବର ମାନ୍ୟତାପ୍ରାପ୍ତ ଜର୍ମାନୀ ମହିଳା ହକି ଦଳ ୫-୦ ଗୋଲରେ ଭ୍ରମଣକାରୀ ଭାରତକୁ ପରାସ୍ତ କରିଛି। ଆୟୋଜକ ଦଳ ପକ୍ଷରୁ ପିଆ ମାର୍ଟେନ୍ସ (୧୦ମ ଓ ୧୪ତମ ମିନିଟ), ପଲିନ୍‌ ହେଞ୍ଜ୍‌ (୨୮ତମ) ଏବଂ ଲିସା ଅଲ୍‌ଟେନବର୍ଗ (୪୧ତମ) ଗୋଲ ସ୍କୋର କରିଥିଲେ। ମ୍ୟାଚରେ ଜର୍ମାନୀ ସମ୍ପୂର୍ଣ୍ଣ ପ୍ରଧାନ୍ୟ ବିସ୍ତାର କରି ଖେଳିଥିଲା। ତୃତୀୟ କ୍ୱାର୍ଟରରେ ଲଢୁଆ ପ୍ରଦର୍ଶନ ସହ ଭାରତ ମ୍ୟାଚକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରି ବିଫଳ ରହିଥିଲା। ଚତୁର୍ଥ କ୍ୱାର୍ଟରରେ ଭାରତ ୪୭ତମ ଓ ୫୦ତମ ମିନିଟ୍‌ରେ ଦୁଇଟି ପେନାଲଟି କର୍ନର ପାଇଥିଲା, ମାତ୍ର ଏହାର ସଦୁପଯୋଗ କରିପାରି ନ ଥିଲା। ଏହି ଟୁର୍‌ରେ ଭାରତ ଆହୁରି ତିନୋଟି ମ୍ୟାଚ ଖେଳିବ। ଦ୍ୱିତୀୟ ମ୍ୟାଚ ରବିବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri