Posted inଖେଳ

ଆସନ୍ତା ମାର୍ଚ୍ଚରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ, ୧୩ା୮: ବହୁ ପ୍ରତୀକ୍ଷିତ ମହିଳା ଆଇପିଏଲ୍‌ ୨୦୨୩ ମାର୍ଚ୍ଚରୁ ଖେଳାଯିବ। ଏଥିପାଇଁ ଏକ ମାସ ସମୟ ରଖାଯାଇଥିବା ବିସିସିଆଇର ଜେaଣ ବରିଷ୍ଠ କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଫେବୃୟାରୀ ୯ରୁ ୨୬ ଦକ୍ଷିଣ ଆଫ୍ରିକାରେ ହେବାକୁଥିବା ମହିଳା ଟି୨୦ ବିଶ୍ୱକପ୍‌ ପରେ ଏହା ଅନୁଷ୍ଠିତ ହେବ। ବର୍ତ୍ତମାନ ଆପାତତଃ ୫ଟି ଦଳକୁ ନେଇ ମହିଳା ଆଇପିଏଲ୍‌ କରିବାକୁ ସ୍ଥିର କରାଯାଇଛି। ନିବେଶକଙ୍କ ଆଗ୍ରହ ବଢିଲେ ଦଳ ସଂଖ୍ୟା ୬କୁ ବୃଦ୍ଧି କରାଯାଇପାରେ। ଠିକଣା ସମୟରେ ଟିମ୍‌ ନିଲାମ ପ୍ରକ୍ରିୟା ସମ୍ପର୍କରେ ସୂଚନା ଦିଆଯିବ। ଉଭୟ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହା ପୂର୍ବରୁ ସେମାନଙ୍କର ପୃଥକ୍‌ ପୃଥକ୍‌ ସାକ୍ଷାତ୍‌କାରରେ ୨୦୨୩ରେ ମହିଳା ଆଇପିଏଲ୍‌ ଖେଳାଯିବା ସମ୍ପର୍କରେ ସୂଚନା ଦେଇ ସାରିଛନ୍ତି। ଅନେକ ଖେଳପ୍ରେମୀଙ୍କ ମତରେ ମହିଳା ଆଇପିଏଲ୍‌ ହେଲେ ଦେଶରେ ମହିଳା କ୍ରିକେଟରେ ବୈପ୍ଳବିକ ପରିବର୍ତ୍ତନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri