ମହିଳାଙ୍କ ଲୋଟା ଦୌଡ଼, ବାହାରେ ଶୌଚ ବନ୍ଦ ପାଇଁ ସଚେତନତା…

ଭୋପାଳ,୧୩।୧୦: ବାହାରେ ଶୌଚ ହେବା ବନ୍ଦ କରିବା ପାଇଁ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ମହିଳାମାନେ ଏକ ନିଆରା ଦୌଡ଼ର ଆୟୋଜନ କରିଛନ୍ତି। ସେମାନେ ଲୋଟା ଧରି ଦୌଡ଼ିଛନ୍ତି। ପୂର୍ବରୁ ପ୍ରତିଦିନ ସେମାନେ ଲୋଟା ଧରି ବାହାରକୁ ଶୌଚ ପାଇଁ ଅସୁଥିଲେ। ମାତ୍ର ଘରେ ଘରେ ଶୌଚାଳୟ ନିର୍ମାଣ ହେବା ଦ୍ୱାରା ଏହି ସମସ୍ୟା ଏବେ ଦୂର ହୋଇଛି।

ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବଚ୍ଛତା ସଚେତନତା ପାଇଁ ଏହି ଦୌଡ଼ର ଆୟୋଜନ କରାଯାଇଥିଲା। ଭୋପାଳ ଉପକଣ୍ଠରେ ଥିବା ଫନ୍ଦା ଗାଁରେ ଜିଲା ପଞ୍ଚାୟତ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ କରାଯାଇଛି। ଜିଲା ପଞ୍ଚାୟତ ସିଇଓ ବିକାଶ ମିଶ୍ରା ବିଜେତା ମହିଳାଙ୍କ ପାଦପୂଜା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’...

ବଦଳିକୁ ନେଇ ରାଗି ଯାଇ ୬୫ କିଲୋମିଟର ଦୌଡିବାକୁ ଉଦ୍ୟମ କଲେ ଏସ୍‌ଆଇ

ଇଟାଓ୍ବା,୧୬।୧୧: ଉତ୍ତର ପ୍ରଦେଶ ଇଟାଓ୍ବା ଜିଲାରେ ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ଚାକିରିରେ ବଦଳିକୁ ବିରୋଧ କରି ଜଣେ ସବ୍‌-ଇନସପେକ୍ଟର(ଏସ୍‌ଆଇ) ୬୫...

୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର

ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍‌ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର।...

ତାଣ୍ଡବ ରଚି ଆମର ଧର୍ଯ୍ୟ ପରୀକ୍ଷା କରୁଛି କରୋନା: ମୋଦି…

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ଘୂର୍ଣ୍ଣି ଝଡ଼ ଭଳି ଦେଶକୁ ବିପର୍ଯ୍ୟସ୍ତ କରି ଦେଇଛି। ଦେଶରେ ତାଣ୍ଡବ ରଚି କରୋନା ଆମର ଧର୍ଯ୍ୟ ପରୀକ୍ଷା କରୁଛି ବୋଲି...

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ...

ଡାକ୍ତରଙ୍କ ବିବାହ ଫଟୋ ଶେୟାର କରିଦେଲେ ସ୍ତ୍ରୀ: ପରେ ୨ ଗର୍ଲଫ୍ରେଣ୍ଡ…

ରାଞ୍ଚି,୧୦।୬: ଝାଡଖଣ୍ଡର ରାଞ୍ଚିସ୍ଥିତ ରିମ୍ସ ହସ୍ପିଟାଲର ଜଣେ ଡାକ୍ତର ପ୍ରେମ ବ୍ୟାପାରକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଡାକ୍ତରଙ୍କ ମୋବାଇଲ୍‌ ଚ୍ୟାଟ୍‌ ଦେଖି ତାଙ୍କ ସ୍ତ୍ରୀ ବିବାହ...

କିଛି କଥା ପ୍ରତି ଧ୍ୟାନଦେଲେ ନବଦମ୍ପତିଙ୍କ ସମ୍ପର୍କ ହୋଇଥାଏ ମଧୁର

ଏବେ ବିବାହ ଋତୁ ଚାଲିଥିବା ବେଳେ ନବଦମ୍ପତି ସେମାନଙ୍କ ସମ୍ପର୍କ କେମିତି ରହିବ ସେନେଇ ଚିନ୍ତିତ ଥା’ନ୍ତି। କିନ୍ତୁ ବାସ୍ତୁ ବିଶେଷଜ୍ଞଙ୍କ ଅନୁଯାୟୀ କେତେକ କଥା...

ମନ୍ତ୍ରୀଙ୍କ ସହ ଖାଇବାକୁ ମନା କଲେ କୃଷକ

ନୂଆଦିଲ୍ଲୀ,୪।୧: କୃଷି ଆଇନ ପ୍ରସଙ୍ଗରେ ସରକାର ଏବଂ କୃଷକଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ଅଷ୍ଟମ ରାଉଣ୍ଡର ଏହି ଆଲୋଚନା ଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ...

Advertisement


Archives

Model This Week