ଲକ୍ଷ୍ମୀଙ୍କ ଭସାଣିରେ ମହିଳାଙ୍କ ନାଗିନ୍‌ ଡ୍ୟାନ୍ସ

ପାଟଣା,୧୫ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୂଷାଖରୀ ପଞ୍ଚାୟତ ଭାଲୁ ଘର ଗ୍ରାମର ଜୁଡ଼ାଟାଙ୍ଗର ସାହିର ଲକ୍ଷ୍ମୀମେଢ଼ ଭାସାଣି ବେଳେ ମହିଳାମାନଙ୍କ ମସ୍ତିଭରା ନୃତ୍ୟ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ମହିଳାମାନେ ଓଡ଼ିଆ ବୀରହ ଗୀତ ମୋନାଲିସା କାହିଁ ଛାଡ଼ି ଚାଲିଗଲୁ ମୋତେ… ଓ ନାଗିନ୍‌… ଗୀତର ତାଳେ ତାଳେ ଗାଁ ଦାଣ୍ଡରେ ଗଡୁଥିବାର ଦେଖିବାକୁ ମିଳିଛି। ଭିଡିଓ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସହରୀ ସଭ୍ୟତା ଏବେ ଗାଁ ଭସାଣିକୁ ଗ୍ରାସିଲାଣି ବୋଲି ବୟଜ୍ୟୋଷ୍ଠମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଜମା କରି ଯୋଜନାରୁ ବଞ୍ଚିତ

ବରଗଡ଼ ଅଫିସ୍‌,୭।୨ : ବରଗଡ଼ ଜିଲାରେ ଅଣଜଳସେଚିତ ଜମିକୁ ଜଳସେଚନ କରିବା ଉଦ୍ଦେଶ୍ୟରେ ଥିବା ଗଭୀର ନଳକୂପ ଖନନ ଯୋଜନା ବାଟବଣା ହୋଇଛି। ଚାଷୀମାନେ ଅଗ୍ରୀମ...

ବୃନ୍ଦାବନଙ୍କ ଘରେ ପଡ଼ିଛି ତାଲା, ରାସ୍ତାରେ ବୃଦ୍ଧା ମା’

ଛତ୍ରପୁର,୨୯ା୨(ଡି.ଏନ.ଏ) – ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁରସ୍ଥିତ ଘରୁ ବୃନ୍ଦାବନ ବେହେରା ଏବଂ ତାଙ୍କ ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତାଙ୍କ ମୃତଦେହ ବୁଧବାର...

ଭୋଗଖାଇ ଝାଡ଼ାବାନ୍ତି

ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା...

ସୀମିତ କର୍ମଚାରୀରେ ଚାଲିଛି କୃଷି ଜିଲା କାର୍ଯ୍ୟାଳୟ

ଚମ୍ପୁଆ,୨୦ା୧(ଡି.ଏନ୍‌.ଏ): କୃଷି ଓ କୃଷକର ଉନ୍ନତି ପାଇଁ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ଅନେକ ଯୋଜନା ପ୍ରଣୟନ କରୁଛନ୍ତି। କୃଷି ଜାତ ଦ୍ରବ୍ୟ ଅମଳ...

୧୫ ଲୁହାପଥର ବୋଝେଇ ଗାଡ଼ି ଅଟକ

ଆନନ୍ଦପୁର,୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଓ ୪ ବାଲି ବୋଝେଇ ହାଇଓ୍ବା ଅଟକ ରହିଛି। ଓଭରଲୋଡିଂ କାରଣରୁ ବାଲି...

ଯୁବକଙ୍କୁ ଚାପୁଡ଼ା ମାରି ହଟହଟା ହେଲେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୧୩ା୪(ଡି.ଏନ୍‌.ଏ.): ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ବିନା କାରଣରେ ମାଡ଼ ମାରି ଅଡୁଆରେ ପଡ଼ିଛନ୍ତି ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ। ଏହି ଘଟଣାକୁ ନେଇ...

ରାଷ୍ଟ୍ରପତିଙ୍କୁ ଅଶାଳୀନ ମନ୍ତବ୍ୟ ଦେଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀଙ୍କ ବିରୋଧରେ ଏତଲା

ପାଟଣା,୧୩ା୧୧(ସ୍ବ.ପ୍ର.): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରିଙ୍କ ଦାୟିତ୍ୱହୀନ ତଥା ଅଶାଳୀନ ମନ୍ତବ୍ୟ ବିରୋଧରେ ପାଟଣା ଭାଜପା ଆଦିବାସୀ ମୋର୍ଚ୍ଚା ତରଫରୁ ବ୍ଲକ...

ଗାଡ଼ି ଅଟକାଇ ଆହତଙ୍କୁ ହସ୍ପିଟାଲ ନେଲେ ବ୍ଲକ ଅଧ୍ୟକ୍ଷ

ଆର. ଉଦୟଗିର,୮।୧୧(ଡି.ଏନ୍‌.ଏ): ମାନବିକତା ଦେଖାଇଲେ ଗଜପତି ଜିଲା ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର । ଜଣେ ଯୁବକ ଦୁର୍ଘଟଣାରେ ଆହତ ହୋଇ ରାସ୍ତାରେ ପଡ଼ି...

Advertisement
Archives

Model This Week