Posted inଖେଳ

ପାକିସ୍ତାନରେ ହେବ ମହିଳା ଦିନିକିଆ ବିଶ୍ୱକପ୍‌ କ୍ୱାଲିଫାୟର୍ସ

କରାଚୀ,୩ା୩: ପାକିସ୍ତାନ ଚଳିତ ମାସରେ ଆଉ ଏକ ଅନ୍ତଜର୍ର୍ାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି। ଦେଶ ଚଳିତମାସ ପରବର୍ତ୍ତୀ ଭାଗରେ ମହିଳା ୫୦ଓଭର ବିଶ୍ୱକପ୍‌ କ୍ୱାଲିଫାୟର ଆୟୋଜନ କରିବାକୁ ଯାଉଛି।

ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଜଣେ ଅଫିସିଆଲ ସୋମବାର ଏହି ବିଷୟ ସ୍ପଷ୍ଟ କରିଛନ୍ତି। ପ୍ରତିଯୋଗିତାର ଭେନ୍ୟୁ ଓ ତାରିଖ ଧାର୍ଯ୍ୟ ପାଇଁ ଆଇସିସି ସହିତ ଆଲୋଚନା ଚାଲିଛି।

ପ୍ରତିଯୋଗିତାରେ ଭାଗନେବାକୁ ଥିବା ୬ଟି ଦଳ ହେଲେ ପାକିସ୍ତାନ, ସ୍କଟଲାଣ୍ଡ, ଆୟର୍ଲାଣ୍ଡ, ଶ୍ରୀଲଙ୍କା, ଥାଇଲାଣ୍ଡ ଏବଂ ଓ୍ବେଷ୍ଟଇଣ୍ଡିଜ। ଅଫିସିଆଲଙ୍କ ସୂଚନା ଅନୁସାରେ ଟୁର୍ନାମେଣ୍ଟ ପାଇଁ କରାଚୀ, ମୁଲ୍‌ତାନ ଓ ଫୈସଲାବାଦ ଆଦି ସମ୍ଭାବ୍ୟ ଭେନ୍ୟୁ ରହିଛି, ଯେଉଁଠାରେ ଏପ୍ରିଲ ୧୧ରୁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରୁ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।

ପାକିସ୍ତାନ ପ୍ରଥମ ଥର ଏକାଧିକ ମହିଳା ଦଳକୁ ନେଇ ଏକ ଆଇସିସି ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି। ନିକଟରେ ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକାକୁ ନେଇ ଏକ ତ୍ରିରାଷ୍ଟ୍ରୀୟ ସିରିଜର ସଫଳ ଆୟୋଜନ ପରେ ଏବେ ୮ଟି ଦଳକୁ ନେଇ ଚାମ୍ପିୟନ୍ସ ଟ୍ରଫି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri