Posted inଖେଳ

ମାର୍ଚ୍ଚ ୪ ରୁ ମହିଳା ପ୍ରିମିୟର ଲିଗ୍‌: ନିଲାମ ତାଲିକାରେ ୪୦୯ ଖେଳାଳି, ୨୪୬ ଭାରତୀୟ-୧୬୩ ବିଦେଶୀ…

କୋଲକାତା,୭।୨ : ମହିଳା ପ୍ରିମିୟର ଲିଗ (ଡବ୍ଲୁପିଏଲ) ର ପ୍ରଥମ ସଂସ୍କରଣ ଚଳିତ ବର୍ଷ ମାର୍ଚ୍ଚ ୪ ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି। ଏହି ଟୁର୍ନାମେଣ୍ଟ ମୁମ୍ବାଇର ଦୁଇଟି ଷ୍ଟାଡିୟମ ବ୍ରାବୋର୍ନ ଏବଂ ଡିଓ୍ବାଇ ପାଟିଲରେ ଖେଳାଯିବ। ଏହି ଦୁଇଟି ଷ୍ଟାଡିୟମରେ ମୋଟ ୨୨ ଟି ମ୍ୟାଚ ଖେଳାଯିବ।

ମହିଳା ଟି-୨୦ ବିଶ୍ୱକପ ପରେ ଖେଳାଳି ଏବଂ ପ୍ରଶିକ୍ଷକଙ୍କୁ ଯେଭଳି ସୁବିଧା ହେବ ସେଥିପାଇଁ ଏହି ଲିଗ କେବଳ ଗୋଟିଏ ସ୍ଥାନରେ ଅନୁଷ୍ଠିତ ହେଉଛି। ଫେବୃଆରୀ ୧୦ ରୁ ୨୬ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାରେ ମହିଳା ଟି-୨୦ ବିଶ୍ୱକପ ଟୁର୍ନାମେଣ୍ଟ ଖେଳାଯିବ । ଏହା ପରେ ମହିଳା ଆଇପିଏଲ ଆରମ୍ଭ ହେବ ।

ଏଥି ସହିତ, ଫେବୃଆରୀ ୧୩ ରେ, ଖେଳାଳିମାନଙ୍କୁ ମୁମ୍ବାଇରେ ନିଲାମ କରାଯିବ। ମହିଳା ଆଇପିଏଲ ନିଲାମ ପାଇଁ ମୋଟ ୧୫୨୫ ଖେଳାଳି ପଞ୍ଜୀକୃତ ହୋଇଥିଲେ। ସେଥିମଧ୍ୟରୁ ୪୦୯ ଖେଳାଳି ଶର୍ଟଲିଷ୍ଟ ହୋଇଛନ୍ତି। ସେଥିମଧ୍ୟରୁ ୨୪୬ ଜଣ ଭାରତୀୟ ଏବଂ ୧୬୩ ଜଣ ବିଦେଶୀ ଖେଳାଳି ଅଛନ୍ତି। ୧୬୩ ବିଦେଶୀ ଖେଳାଳିଙ୍କ ମଧ୍ୟରୁ ଆଠ ଜଣ ଆସୋସିଏଟ ଦେଶରୁ ଆସିଛନ୍ତି। ଚଳିତ ବର୍ଷ ମହିଳା ପ୍ରିମିୟର ଲିଗରେ ପାଞ୍ଚଟି ଦଳ ଖେଳୁଥିବାର ଦେଖିବାକୁ ମିଳିବ। ସେଥିମଧ୍ୟରେ ମୁମ୍ବାଇ ଇଣ୍ଡିଆନ୍ସ, ଗୁଜରାଟ ଜଏଣ୍ଟସ, ଲକ୍ଷ୍ନୌ ୱାରିୟର୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଦିଲ୍ଲୀ କ୍ୟାପିଟାଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?