Posted inଜାତୀୟ

ପୋଲିସ ପ୍ରତ୍ୟାହାର ଦାବିରେ ମହିଳାଙ୍କ ବିକ୍ଷୋଭ

ଇମ୍ଫାଲ,୧।୮: ମ୍ୟାନ୍‌ମାର ସୀମାକୁ ଲାଗିଥିବା ମଣିପୁରର ମୋରେହ ସହରରୁ ପୋଲିସ ଫୋର୍ସ ପ୍ରତ୍ୟାହାର ଦାବିରେ ୧,୦୦୦ରୁ ଊର୍ଦ୍ଧ୍ୱ ମହିଳା ସୋମବାର ଚୁରାଚାନ୍ଦପୁରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତୁରନ୍ତ ରାଜ୍ୟ ପୋଲିସଙ୍କୁ ପ୍ରତ୍ୟାହାର କରି ନିଆ ନ ଗଲେ ମଣିପୁରର ସମସ୍ତ ଆଦିବାସୀ ଜିଲାରେ ଆନ୍ଦୋଳନ କରାଯିବ ବୋଲି ଇଣ୍ଡିଜେନିଅସ୍‌ ଟ୍ରାଇବାଲ ଲିଡର୍ସ ଫୋରମ୍‌ (ଆଇଟିଏଲ୍‌ଏଫ୍‌) ସୋମବାର ଚେତାବନୀ ଦେଇଛି। ନିଷ୍ପକ୍ଷତା ବଜାୟ ରଖିବାକୁ ହେଲେ ମୋରେହରୁ ସୁରକ୍ଷା ବଳ ହଟିବା ଆବଶ୍ୟକ। ତାହା ନ ହେଲେ ଆମେ ଜନଆନ୍ଦୋଳନ କରିବାକୁ ବାଧ୍ୟ ହେବୁ ବୋଲି ଆଇଏଲ୍‌ଟିଏଫ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri