Posted inଖେଳ

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଇଂଲଣ୍ଡରେ ହେବାକୁ ଥିବା ଏହି ସଂସ୍କରଣରେ ୧୨ଟି ଦଳ ଭାଗ ନେବେ। ଆୟୋଜକ ଇଂଲଣ୍ଡ ଉଦ୍‌ଘାଟନୀ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ଭେଟିବାକୁ ଥିବା ବେଳେ ଫାଇନାଲ ମ୍ୟାଚ୍‌ ଜୁଲାଇ ୫ ତାରିଖରେ ଆଇକନିକ ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ। ଭାରତୀୟ ଦଳ ଜୁନ ୧୪ ତାରିଖରେ ତା’ର ପ୍ରଥମ ମ୍ୟାଚ୍‌ରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ।

ଟୁର୍ନାମେଣ୍ଟ ଲାଗି ନେପାଳରେ ଖେଳାଯାଇଥିବା କ୍ୱାଲିଫାଇଙ୍ଗ ଟୁର୍ନାମେଣ୍ଟ ଜରିଆରେ ବାଂଲାଦେଶ, ଆୟର୍ଲାଣ୍ଡ, ସ୍କଟଲାଣ୍ଡ ଓ ନେଦରଲାଣ୍ଡ୍ସ ଯୋଗ୍ୟତା ହାସଲ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିୟନ ନ୍ୟୁଜିଲାଣ୍ଡ, ୬ ଥରର ବିଜେତା ଅଷ୍ଟ୍ରେଲିଆ, ୨୦୧୬ ସଂସ୍କରଣର ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ, ଆୟୋଜକ ଇଂଲଣ୍ଡ, ଦିନିକିଆ ବିଶ୍ୱ ଚାମ୍ପିୟନ ଭାରତ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା ଓ ଶ୍ରୀଲଙ୍କା ସିଧାସଳଖ ଯୋଗ୍ୟତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri