Posted inଖେଳ

ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌: ସ୍ବିଟିଙ୍କୁ ସ୍ବର୍ଣ୍ଣ ପଦକ…

ନୂଆଦିଲ୍ଲୀ,୨୫।୩ : ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତୀୟ ବକ୍ସର ନୀତୁ ଘଂଘାସ ସ୍ବର୍ଣ୍ଣ ପଦକ ଜିତିବା ପରେ ଏବେ ସ୍ବିଟି ବୁରା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୮୧ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ଚାଇନାର ଓ୍ବାଙ୍ଗ ଲିନାଭ୍କୁ ପରାସ୍ତ କରିଛନ୍ତି। ସେ ୪-୩ ପଏଣ୍ଟରେ ଲିନାଙ୍କୁ ହରାଇଛନ୍ତିି।

ଏହା ପୁର୍ବରୁ ୪୮ କିଲୋଗ୍ରାମ ଓଜନ ବର୍ଗରେ ନୀତୁ ଘଂଘାସ ମୋଙ୍ଗୋଲିଆର ଲୁଟସେଖନ ଆଲତେଙ୍ଗସେଙ୍ଗଙ୍କୁ ପରାସ୍ତ କରିଥିଲେ। ନୀତୁ ଏହି ମ୍ୟାଚକୁ ୫-୦ରେ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri