Posted inଖେଳ

ଦେଶର ହୃଦୟ ଜିତିଲେ ପ୍ରମୋଦ

ନୂଆଦିଲ୍ଲୀ,୪।୯: ଓଡ଼ିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଟୋକିଓରେ ଚାଲିଥିବା ପାରା ଅଲିମ୍ପିକ୍ସରେ ଶନିବାର ପୁରୁଷ ସିଙ୍ଗଲ୍ସ (ଏସ୍‌ଏଲ୍‌୩) ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଚଳିତ ପାରା ଅଲିମ୍ପିକ୍ସରେ ଏହା ଭାରତର ଚତୁର୍ଥ ସ୍ବର୍ଣ୍ଣ ପଦକ। ଏହି ଐତିହାସିକ ସଫଳତା ପରେ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

‘ପ୍ରମୋଦ ପୂରା ଦେଶର ହୃଦୟ ଜିତି ନେଇଛନ୍ତି। ସେ ଜଣେ ଚାମ୍ପିୟନ ଓ ତାଙ୍କର ସଫଳତା ଅନେକଙ୍କୁ ପ୍ରେରିତ କରିବ। ସେ ସ୍ଥିରତା ଓ ନିଷ୍ଠାର ପରିଚୟ ଦେଇଛନ୍ତି। ବ୍ୟାଡ୍‌ମିଣ୍ଟନରେ ସ୍ବର୍ଣ୍ଣ ପଦକ ପାଇଁ ତାଙ୍କୁ ଶୁଭେଚ୍ଛା। ତାଙ୍କୁ ଭବିଷ୍ୟତା ପାଇଁ ଶୁଭକାମନା’ ବୋଲି ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ପ୍ରମୋଦଙ୍କ ଶୁଭେଚ୍ଛୁଙ୍କ ତାଲିକାରେ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର, ଚାମ୍ପିୟନ ମହିଳା ବକ୍ସର ଏମ୍‌ ସି ମେରୀକମ୍‌, ଆଇନ ମନ୍ତ୍ରୀ କିରେନ ରିଜିଜୁ ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି।...

ଲଜ୍ଜାଜନକ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ବିଶାଖାପାଟଣା,୧୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଅଧିନାୟକ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ

ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍‌ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍‌ ୧୮ରୁ ଆରମ୍ଭ...

ଆଇପିଏଲ୍‌କୁ ନେଇ ବଢୁଛି ଚିନ୍ତା: ଖେଳାଳିଙ୍କ ପରେ ଏବେ ଅମ୍ପାୟାର ବି ଟୁର୍ନାମେଣ୍ଟ ଅଧାରୁ ଛାଡି ପଳାଇଲେ

ନୂଆଦିଲ୍ଲୀ,୨୯।୪: ଦେଶରେ ଏବେ କରୋନା କାୟା ବିସ୍ତାର କରିଛି। ଏସବୁ ଭିତରେ ଆଇପିଏଲ ୨୦୨୧ ଟୁର୍ନାମେଣ୍ଟ ଜାରି ରହିଛି। କରୋନା ଯୋଗୁ ଟୁର୍ନାମେଣ୍ଟ ମଝିରେ କିଛି...

ଗୁଣତିଲକାଙ୍କ ଅଡୁଆ ବଢ଼ିଲା: ବଳାତ୍କାର ସମୟରେ ୩ ଥର ମହିଳାଙ୍କ ତଣ୍ଟି ଚିପିଥିବା ଅଭିଯୋଗ!

ସିଡନୀ,୧୦।୧୧: ଶ୍ରୀଲଙ୍କା କ୍ରିକେଟର ଦାନୁଷ୍କା ଗୁଣତିଲାକା ବଳାତ୍କାର ଅଭିଯୋଗରେ ଗିରଫ ହୋଇଥିବା ବେଳେ ଦିନକୁ ଦିନ ତାଙ୍କର ଅଡୁଆ ବଢ଼ିବାରେ ଲାଗିଛି। ବଳାତ୍କାର ସମୟରେ ଅଭିଯୋଗକାରୀ...

ବାଦ୍‌ ପଡ଼ିବେ ରାଇନା; ସିଏସ୍‌କେ ଟାର୍ଗେଟରେ ଡୁ’ପ୍ଲେସି, ଶାର୍ଦ୍ଦୁଳ, ଦୀପକ

ଦୁବାଇ,୧୭।୧୦: ଭେଟେରାନ ବ୍ୟାଟର ସୁରେଶ ରାଇନ ସମ୍ଭବତଃ ଆଗାମୀ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରୁ ବାଦ୍‌ ପଡ଼ିପାରନ୍ତି। ରୁତୁରାଜ ଗାଏକ୍ୱାଡ ଓ ଅଲରାଉଣ୍ଡର...

ପ୍ରଥମେ ବୋଲିଂ କରିବ ଭାରତ

ଅକ୍‌ଲାଣ୍ଡ,୨୬।୧- ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ପ୍ରଥମେ ବୋଲିଂ କରିବ। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...

ଟି୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଆଫଗାନିସ୍ତାନ

କାବୁଲ,୧୫।୯: ଏସିଆ କପ୍‌ ୨୦୨୨ରେ ଚମତ୍କାର ପ୍ରଦର୍ଶନ ପରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ ଗୁରୁବାର ଟି୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କରିଛି। ମହମ୍ମଦ ନବୀଙ୍କୁ...

Advertisement
Archives

Model This Week