Advertisement

ବାଜି ମାରିଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି।

ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ ସୂର୍ଯ୍ୟବଂଶୀଙ୍କୁ ୮୦୦୯୦ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୭୦୨୮୮ଖଣ୍ଡ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୮୧୨୨ ଖଣ୍ଡ ଏବଂ କଂଗ୍ରେସର ବାବା ହରେକୃଷ୍ଣ ସେଠୀ ୩୫୩୩ ଖଣ୍ଡ ଭୋଟ୍‌ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପିଟାଲ ଥାନାର ୬ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ଭୁବନେଶ୍ୱରରେ ଏବେ ରାଜ୍ୟର କରୋନା ହବ୍‌ ପାଲଟିଛି। ଏଥିରୁ କରୋନା ଯୋଦ୍ଧା ମଧ୍ୟ ବାଦ ପଡ଼ିନାହଁାନ୍ତି। ଗୁରୁବାର ଗୋଟିଏ ଦିନରେ କ୍ୟାପିଟାଲ ଥାନାର ୬...

ଜି.ଉଦୟଗିରିରେ ତୁଷାରପାତ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି.ଉଦୟଗିରି,୧୩ା୧(ଡି.ଏନ.ଏ.)-ଜି.ଉଦୟଗିରି ସହର ତଥା ଆଖପାଖ ଅଞ୍ଚଳରେ ଗତ ତିନିଦିନ ଧରି ଶୀତର ଲହରି ଜାରି ରହିଛି। ସୋମବାର ପାରଦ ୭ ଡିଗ୍ରୀ ସେଲ୍‌ସିୟସ୍‌ ରହିଥିଲେ ମଧ୍ୟ...

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪...

ଅବହେଳିତ ଗଁ। ତୁଳିପଦୀ

ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ...

ଗଞ୍ଜାମରେ ନାମାଙ୍କନପତ୍ର ଦାଖଲ କଲେ ଆଶାୟୀ ପାର୍ଥୀ

ଛତ୍ରପୁର,୧୭।୧(ଡି.ଏନ୍‌.ଏ.):୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗଞ୍ଜାମ ଜିଲାରେ ଆଜିଠାରୁ ୬୯ ଜିଲା ପରିଷଦ...

ଜେଲ ଫେରନ୍ତାଙ୍କୁ ତଣ୍ଟି ଚିପି ହତ୍ୟା

ଭୁବନେଶ୍ୱର,୫।୩(ବ୍ୟୁରୋ): କିଛିଦିନର ଅନ୍ତରାଳରେ ରାଜଧାନୀରେ ଆଉଏକ ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣି ମୁଣ୍ଡାସାହିସ୍ଥିତ ନିର୍ମାଣାଧୀନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଭିତରେ ଜଣେ ଯୁବକଙ୍କୁ...

ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ...

ଆଜି ରାଜ୍ୟରେ ୩୨୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୭୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

Advertisement
Archives

Model This Week