Posted inଫୁରସତ

ଆମ ଦେଶରେ ରହିଛି ଏପରି ଅଦ୍ଭୁତ ଝରଣା: ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ

ଆପଣ ନିଶ୍ଚିତ ଭାବରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାରର ସୁନ୍ଦର ଦୃଶ୍ୟରାଜି ଦେଖିଥିବେ। ସେଠାକୁ ଯିବାକୁ ଇଚ୍ଛା ମଧ୍ୟ କରିଥିବେ। କିନ୍ତୁ ଆମ ଦେଶରେ ବି ଏମିତି କିଛି ପ୍ରାକୃତିକ ଦୃଶ୍ୟ ଅଛି, ଯାହା ବିଷୟରେ ହୁଏ ତ ଅନେକ ଲୋକ ଜାଣି ନ ଥିବେ। ଯେତେବେଳେ ସୋସିଆଲ ମିଡିଆରେ ଏଭଳି ଦୃଶ୍ୟ ଭାଇରାଲ ହୁଏ, ସେତେବେଳେ ଲୋକଙ୍କ ନଜରକୁ ଏହା ଆସେ। ଏପରି ଏକ ସୁନ୍ଦର ଜଳପ୍ରପାତର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆକର୍ଷିତ କରୁଛି।

ଅରୁଣାଚଳ ପ୍ରଦେଶର ଦିବାଙ୍ଗ ଉପତ୍ୟକାରେ ଥିବା ସୁନ୍ଦର ଜଳପ୍ରପାତର ଭିଡିଓକୁ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓ ଦେଖିବା ପରେ ଲୋକମାନେ ନିଜ ଦେଶର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ବେଶ୍‌ ଉପଭୋଗ କରୁଛନ୍ତି।

ଏହି ଭିଡିଓ ଶେୟାର୍‌ କରି ସେ କ୍ୟାପଶନ ଲେଖିଛନ୍ତି, ‘ଯଦି ଆପଣ ଅନିନୀଙ୍କୁ ଯାଇ ନାହାନ୍ତି, ତେବେ ଦିବାଙ୍ଗ ଘାଟିର ପ୍ରକୃତି କୋଳରେ ରହି ନୂତନ ବର୍ଷକୁ ସ୍ବାଗତ କରନ୍ତୁ।’ ଏହି ଉପତ୍ୟକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ଏଠାରେ ଥିବା ଦୃଶ୍ୟ ଆପଣଙ୍କୁ ଆକର୍ଷିତ କରିବ ବୋଲି ଲେଖିଛନ୍ତି। ଟୁଇଟର ୟୁଜରମାନେ ଜଳପ୍ରପାତର ସୌନ୍ଦର୍ଯ୍ୟ ଦେଖି ଆତ୍ମବିଭୋର ହୋଇ ଉଠିଛନ୍ତି। ୟୁଜରମାନେ ଭିଡିଓ ଦେଖିବା ପରେ ସେମାନଙ୍କ ପ୍ରତିକ୍ରିୟା ଦେଇଚାଲିଛନ୍ତି। ଜଣେ ୟୁଜର କହିଛନ୍ତି, ଏହି ଦୃଶ୍ୟରୁ ମୋ’ ନଜର ହଟୁନି। ସେହିପରି ଅନ୍ୟ ୟୁଜରମାନେ ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri