Posted inଜାତୀୟ

‘ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ ’

କର୍ନାଲ, ୧୪।୨ : କୃଷକଙ୍କ ଦାବି ପୂରଣ ନ ହେଲେ ସରକାରଙ୍କୁ ଶାନ୍ତିରେ ବସିବାକୁ ଦେବୁ ନାହିଁ। ହରିୟାଣାର କର୍ନାଲ ଜିଲାରେ ଆୟୋଜିତ ଏକ ‘ମହାପଞ୍ଚାୟତ’ରେ ଯୋଗଦେଇ ଏହା କହିଛନ୍ତି ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌।

ନୂଆ ଚାଷୀ ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ଆହୁରି ବୃଦ୍ଧି କରିବା ଲାଗି ୪୦ କୃଷକ ନେତା ପୂରା ଦେଶ ଭ୍ରମଣ କରିବେ। ସରକାର ଆମ ସପକ୍ଷରେ ନିଷ୍ପତ୍ତି ନ ନେଲା ପର୍ଯ୍ୟନ୍ତ ଆମେ ଶାନ୍ତିରେ ବସିବାକୁ ଦେବୁ ନାହିଁ। କନ୍ଦ୍ରର ନୂଆ ଚାଷୀ ଆଇନ ଦେଶବାସୀଙ୍କୁ ଭାଗ ଭାଗ କରିଦେବ। ଏହି ଆଇନ କେବଳ କୃଷକଙ୍କୁ ପ୍ରଭାବିତ କରିବ ତା ନୁହେଁ, ଛୋଟ ବ୍ୟବସାୟୀ, ଦିନ ମଜୁରିଆ ଓ ଅନ୍ୟ ଶ୍ରେଣୀ ଉପରେ ମଧ୍ୟ ପ୍ରଭାବ ପକାଇବ ବୋଲି ଟିକାଏତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପପୁ ନୁହେଁ ସ୍ମାର୍ଟ ନେତା ରାହୁଲ ଗାନ୍ଧୀ’ : ରଘୁରାମ ରାଜନ

ନୂଆଦିଲ୍ଲୀ,୧୯ ।୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ପୁଣିଥରେ ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି । ରାଜନ କହିଛନ୍ତି ରାହୁଲ ଗାନ୍ଧୀ...

ଦିଲ୍ଲୀରେ ୧୦ ମାସ ପରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଗତ ୧୦ ମାସ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସୋମବାର ସ୍କୁଲ ଖୋଲିଛି। ଏନେଇ...

ସ୍ଥାୟୀ ସମାଧାନ ଚାହିଁଲେ ବାଚସ୍ପତି

ନୂଆଦିଲ୍ଲୀ, ୧୧ା୨(ପି.ଟି.): ପାର୍ଲାମେଣ୍ଟ ଭିତରେ ସଦସ୍ୟଙ୍କ ପ୍ଲାକାର୍ଡ ଓ ପୋଷ୍ଟର ପ୍ରଦର୍ଶନକୁ ନେଇ ବାଚସ୍ପତି ଓମ୍‌ ବିର୍ଲା ସୋମବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଦ୍ୱାରା...

ଟଙ୍କା ପାଇଁ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଲେ

ଶିବାମୋଗା,୮।୯: କର୍ନାଟକର ଶିବାମୋଗା ଜିଲାରେ କିଛି ଦୁର୍ବୃତ୍ତ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଇଛନ୍ତି। ସେପ୍ଟେମ୍ବର ୪ରେ ଭଦ୍ରାବତୀ ସହର ନିକଟ ରଙ୍ଗନାଥପୁରାରେ ଏଭଳି ଘଟଣା ଘଟିଥିବା...

ସୀତାଙ୍କ ସହ ବସି ମଦ୍ୟପାନ କରୁଥିଲେ ରାମ: ଲେଖକଙ୍କ ମନ୍ତବ୍ୟ ନେଇ ବିବାଦ…

ବେଙ୍ଗାଲୁରୁ,୨୨।୧ : ରାମଚରିତମାନସ ବିବାଦ ପରେ କର୍ନାଟକର ଲେଖକ କେ.ଏସ ଭଗବାନ ପୁଣି ପ୍ରଭୁ ଶ୍ରୀରାମଙ୍କ ବିଷୟରେ ଆଉ ଏକ ବିବାଦ ସୃଷ୍ଟି କରିଛନ୍ତି। ସେ...

ନୂଆ କୃଷି ଆଇନକୁ ସମର୍ଥନ କରି କୃଷିମନ୍ତ୍ରୀଙ୍କୁ ଭେଟିଲା କୃଷକ ସଙ୍ଘ

ନୂଆଦିଲ୍ଲୀ, ୧୨।୧୨- ନୂଆ କୃଷି ଆଇନକୁ ବିରୋଧରେ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଶନିବାର ୧୭ ଦିନରେ ପହଞ୍ଚିଛି। ପରିସ୍ଥିତି ଜଟିଳ ଆଡ଼େ ମୁହାଁଉଥିବାବେଳେ...

ତିହାର ଜେଲ୍‌ରେ ଅଘଟଣ, ୫ କଏଦୀଙ୍କ ସାମୁହିକ ଆତ୍ମହତ୍ୟା ଉଦ୍ୟମ…

ନୂଆଦିଲ୍ଲୀ, ୬।୧ : ତିହାର ସେଣ୍ଟ୍ରାଲ ଜେଲରେ ଅଘଟଣ ଘଟିଛି। ଏଠାରେ ୫ ଜଣ କଏଦୀ ସାମୁହିକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲର କର୍ମଚାରୀମାନେ ଠିକ...

‘ଚିତାବାଘଠାରୁ ବି ଦ୍ରୁତ ପ୍ରଧାନମନ୍ତ୍ରୀ ମୋଦି’

ଜୟପୁର,୧୪।୯: ଅଲ ଇଣ୍ଡିଆ ମଜଲିସ-ଇ-ଇତେହାଦୁଲ ମୁସଲିମିନ (ଏଆଇଏମଆଇଏମ) ମୁଖ୍ୟ ତଥା ହାଇଦ୍ରାବାଦ ଏମ୍‌ପି ଅସଦୁଦ୍ଦିନ ଓୱାଇସି ବୁଧବାର ରାଜସ୍ଥାନରେ ପହଞ୍ଚିଛନ୍ତି। ଏଠାରେ ଖବରଦାତାଙ୍କ ସହ କଥାବାର୍ତ୍ତା...

Advertisement
Archives

Model This Week