“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି ଯେ ସେ ଏହି ପଦବୀ ପାଇଁ ଆଗ୍ରହୀ ନୁହଁନ୍ତି। କିନ୍ତୁ ଯଦି ରାଜ୍ୟକୁ ନେତୃତ୍ୱ ତାଙ୍କ ଉପରେ ଭରସା କରି ଏହି ଦାୟିତ୍ୱ ଦିଅନ୍ତି ତେବେ ମୁଁ ଏହାକୁ ପ୍ରତ୍ୟାଖ୍ୟାନ କରିବି ନାହିଁ, ମୁଖ୍ୟମନ୍ତ୍ରୀ ଭାବରେ ମୋର କର୍ତ୍ତବ୍ୟ ପାଳନ କରିବି। ତେବେ ଆମ ଦଳରେ ଅନେକ ଦକ୍ଷ ନେତା ଅଛନ୍ତି ଯେଉଁମାନେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ବିବେଚିତ ହୋଇପାରନ୍ତି। ତଥାପି ଆମ ଦଳର ନେତୃତ୍ୱ ଯାହା ନିଷ୍ପତ୍ତି ନେବେ ତାହା ପାଳନ କରିବୁ।”

ରାଜ୍ୟରେ ଶାସକ ବିଜେଡିକୁ ଟାର୍ଗେଟ କରି ଓରାମ କହିଛନ୍ତି, “ଓଡିଶାରେ କୌଣସିଗଣତନ୍ତ୍ର ନାହିଁ। ରାଜ୍ୟ ଅମଲାତନ୍ତ୍ରଙ୍କ ଦ୍ୱାରା ଶାସିତ ହେଉଛି। ବୟସ ବଢିବା ସହ ସ୍ୱାସ୍ଥ୍ୟଗତ କାରଣରୁ ମୁଖ୍ୟମନ୍ତ୍ରୀ ପ୍ରଭାବହୀନ ହୋଇଛନ୍ତି, ସେ ବିଫଳ ହୋଇଛନ୍ତି। ଜଣେ ନେତାଙ୍କୁ ପ୍ରୋଜେକ୍ଟ କରିବାକୁ ସେ ଭି.କେ ପାଣ୍ଡିଆନ୍ (ସରକାରରେ କ୍ୟାବିନେଟ୍ ମାନ୍ୟତା ପାଇଥିବା ପୂର୍ବତନ ଆଇଏଏସ୍) ରାଜ୍ୟରେ ବୁଲୁଛନ୍ତି ଏବଂ ମନ୍ତ୍ରୀଙ୍କ ପ୍ରତି ଧ୍ୟାନ ନ ଦେଇ ରାଜ୍ୟରେ ଏକ ଏକଛତ୍ରବାଦୀ ଶାସନ ଚାଲିଛି। ତେବେ ସେମାନଙ୍କର ଏକ୍ସପାଏରୀ ତାରିଖ ଜୁନ୍ ୪ ପାଇଁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri