କାଠ ବୋଝେଇ ଗାଡ଼ି ଜବତ : ଜଣେ ଗିରଫ

ବାଙ୍ଗିରିପୋଷି,୧୮ା୭(ଡ଼ି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ଏକ କାଠ ବୋଝେଇ ଗାଡ଼ି ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ରାଜ୍ୟ ଗୋପୀବଲ୍ଲଭପୁର ଥାନା ଅଞ୍ଚଳର ଆନନ୍ଦ ସିଂ(୪୦)। ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ସେ ଚୋରା କାଠ ନେଇ ଯାଉଥିତ୍ବା ବେଳେ ବନ ବିଭାଗ କର୍ମଚାରୀମାନେ ଗାଡ଼ିକୁ ଜବତ କରିଥିଲେ। ଜବତ କାଠର ମୂଲ୍ୟ ୧୫ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଭାରପ୍ରାପ୍ତ ରେଞ୍ଜ ଅଧିକାରୀ ଶୈଳେନ୍ଦ୍ର କୁମାର ଦାସ କହିଛନ୍ତି। ଏନେଇ ବନ ବିଭାଗ ପକ୍ଷରୁ ଏକ ମାମଲା(୪୬/୨୦୨୦) ରୁଜୁ ହେବା ସହ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ...

ବେଆଇନ ଇଟାଭାଟିରେ ବୁଲିଲା ଜେସିବି

ପରଜଙ୍ଗ, ୫।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ପକ୍ଷରୁ କୁଆଲୋ ରାଜସ୍ବ ସର୍କଲରେ ଗଢ଼ିଉଠିଥିବା ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ

ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ...

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ...

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ

ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ...

ଲାଞ୍ଚ ନେଇ ଆର୍‌ଡି କିରାଣି ଗିରଫ

ଫୁଲବାଣୀ ଅଫିସ, ୧୩ା୨-କାମ କରୁନି ସରକାରଙ୍କ ୫-ଟି ଫର୍ମୁଲା । ସାଧାରଣ ଲୋକଙ୍କୁ ସରକାରୀ କର୍ମଚାରୀମାନେ ହଇରାଣ କରିବା କଥା ଛାଡ, ଖୋଦ ନିଜ ବିଭାଗର...

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା...

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି...

Coronavirus Update

Archives

Model This Week

Why Dharitri