ଟ୍ରେନ୍‌ ଯୋଗେ ଚୋରା କାଠ ଚାଲାଣ: ନିରବ ଅଧିକାରୀ

କେସିଙ୍ଗା,୨୧।୧(ଡି.ଏନ୍‌.ଏ.): ସମ୍ବଲପୁର ରେଳ ଡିଭିଜନ୍‌ ଅନ୍ତର୍ଗତ ଲାଞ୍ଜିଗଡ଼, ଆମ୍ବାଦୁଲାଠାରୁ ରୁପ୍ରା, ନର୍ଲା, କେସିଙ୍ଗା ଓ ଟିଟିଲାଗଡ଼କୁ ବିଶାଖାପାଟଣା-ରାୟପୁର ପାସେଞ୍ଜରରେ କାଠ ଚାଲାଣ ହେଉଛି। କାଠ ମାଫିଆମାନେ ଟ୍ରେନ ବଗିର ମୁଖ୍ୟ ଗେଟ୍‌ରେ କାଠ ରଖୁ ଥିବାରୁ ଯାତ୍ରୀମାନେ ଓହ୍ଲାଇବା ଓ ଚଡ଼ିବା ସମୟରେ ବହୁତ ହଇରାଣ ହରକତ ହେଉଛନ୍ତି। ବିନା ଟିକେଟରେ କାଠ ମାଫିଆମାନେଏହି କାରବାର କରୁଥିବା ଜଣାପଡ଼ିଛି। ଏ ନେଇ ରେଳ ବିଭାଗର ଆରପିଏଫ୍‌ କିମ୍ବା ଜିଆର୍‌ପି କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। କର୍ତ୍ତୃପକ୍ଷ ନିରବ ଥିବାରୁ ଦିନକୁ ଦିନ କାଠ ମାଫିଆଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri