ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ପଠାଗଲା

ଖଣ୍ଡପଡ଼ା,୧୦ା୩(ସ୍ବ.ପ୍ର): ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପ୍ରତିବର୍ଷ ପରି ଭୁବନେଶ୍ୱରରେ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ । ରୁକୁଣା ରଥ ନିର୍ମାଣ ନିମନ୍ତେ ଖଣ୍ଡପଡ଼ା ଅଞ୍ଚଳରୁ ୯ ଟି ଆମ୍ବଗଛ ଗଣ୍ଡି ଭୁବନେଶ୍ୱର ପଠାଯାଇଛି। ଖଣ୍ଡପଡ଼ା ବନବିଭାଗ ପକ୍ଷରୁ କିଆଝର ପଞ୍ଚାୟତ ପ୍ରାଥମିକ ବିଦ୍ୟାଳୟ ପରିସର ଏବଂ ଖଣ୍ଡପଡା ଏନଏସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ଆମ୍ବଗଛଗୁଡିକ କଟାଯିବା ପରେ ବାଇପାସ୍‌ ରାସ୍ତା ପାର୍ଶ୍ୱରେ ସ୍ବତନ୍ତ୍ର ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା । ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀ ଶରତ ଚନ୍ଦ୍ର ଶତପଥୀ, ଅତିରିକ୍ତ ତହସିଲଦାର ଲକ୍ଷ୍ମୀକାନ୍ତ ମଲ୍ଲିକ, ବନପାଳ ଶ୍ରୀନିବାସ ଦାସ, ସିଂଘାପଡା ବନପାଳ ପ୍ରଫୁଲ୍ଲ କୁମାର ନାୟକ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନଙ୍କ ଉପସ୍ଥିତିରେ ଏକ ଟ୍ରକ ଯୋଗେ କାଠଗଣ୍ଡିଗୁଡିକୁ ଭୁବନେଶ୍ୱରସ୍ଥିତ ପ୍ରଭୁ ଶ୍ରୀ ଲିଙ୍ଗରାଜ ଦେବଙ୍କ ରଥ ଖଳାକୁ ପଠାଯାଇଥିଲା । ଲିଙ୍ଗରାଜ ମନ୍ଦିର ପ୍ରଶାସନର କର୍ମକର୍ତ୍ତା ହେମନ୍ତ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ସୁଚାର ରୁପେ ଶେଷ ହୋଇଥିଲା ।ପ୍ରତିବର୍ଷ ରୁକୁଣା ରଥ ନିମନ୍ତେ ଖଣ୍ଡପଡ଼ା ଅଞ୍ଚଳରୁ ଆମ୍ବ କାଠ କଟାଯିବାର ପରମ୍ପରା ଦୀର୍ଘବର୍ଷ ଧରି ପ୍ରଚଳିତ ହୋଇଆସୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ସଦସ୍ୟଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ୫ଜଣଙ୍କ ଆତ୍ମହତ୍ୟା ଘଟଣା: ମା’, ସାନ ଝିଅ ମୃତ

ଝାରସୁଗୁଡ଼ା ଅଫିସ,୪।୬: ଝାରସୁଗୁଡ଼ା ସହରରେ ମଙ୍ଗଳବାର ଗୋଟିଏ ପରିବାରର ୫ଜଣ ସଦସ୍ୟ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଗୁରୁବାର ମା’ ଓ...

ଭୋଟ ପାଇଁ ନକଲି ରାଶନକାର୍ଡ

ଖୋର୍ଦ୍ଧା ଅଫିସ,୮ା୪: ନକଲି ରାଶନକାର୍ଡ ଦେଇ ଭୋଟ ହାତେଇଥିବା ବେଳେ ନିର୍ବାଚନ ଫଳାଫଳ ଘୋଷଣା ପରେ ଏହି କାର୍ଡ କାର୍ଯ୍ୟକ୍ଷମ ହେଉନାହିଁ। ଏପରି କି ପ୍ରାର୍ଥୀ...

ବର୍ଷାରାଣୀରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୧୩।୨: ରାୟଗଡ଼ା-କୋରାପୁଟ ରାସ୍ତା ସିରିକଣା ତାରିଣୀ ମନ୍ଦିର ନିକଟରେ ଶୁକ୍ରବାର ବିଳମ୍ବତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ବର୍ଷାରାଣୀରେ ଅଗ୍ନିକାଣ୍ଡ...

ପୁଅକୁ ହରାଇବାର ଦେଢ଼ ମାସ ପରେ ବି ନ୍ୟାୟ ମାଗୁଛନ୍ତି ବାପା

ପିପିଲି,୨୦।୪(ସ୍ବ.ପ୍ର.): ପିପିଲିର ଗୁଡ଼ିଆପୋଖରୀ ଛକ ନିକଟସ୍ଥ ନିଶା ନିବାରଣ ସଂସ୍ଥା ଦିଶା ଫାଉଣ୍ଡେଶନରେ ମାନସିକ ବିକାରଗ୍ରସ୍ତ ଯୁବକ ଗୌତମ ମଲ୍ଲିକଙ୍କ ମୃତ୍ୟୁ ଘଟଣା ଏବେ ବି...

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ...

ଖର୍ଚ୍ଚ ହୋଇପାରୁନି ରୁଷା ପାଣ୍ଠି

ବ୍ରହ୍ମପୁର ଅଫିସ୍‌,୨୦ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ରାଷ୍ଟ୍ରୀୟ ଉଚ୍ଚତ୍ତର ଶିକ୍ଷା ଅଭିଯାନ(ରୁଷା) ପାଣ୍ଠି ଖର୍ଚ୍ଚ କରିପାରୁନାହାନ୍ତି। ଗୋଟିଏ ପଟେ ମହାବିଦ୍ୟାଳୟଗୁଡ଼ିକରେ ନାନା...

ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ...

ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ଗର୍ଭବତୀ ସ୍ତ୍ରୀର ଗଳା କାଟିଲେ ସ୍ବାମୀ ….

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ସାଙ୍ଗ ସହ ମିଶି ସ୍ତ୍ରୀର ଗଳା କାଟିଲେ ସ୍ବାମୀ। ଅଚେତ ହୋଇ ଯିବାରୁ ଛାଡ଼ି ଚାଲି...

Advertisement
Archives

Model This Week