ପୋଲିସ ଭ୍ୟାନରେ କାଠ ଚାଲାଣ

ପାରଳାଖେମୁଣ୍ଡି,୩।୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ବନ ବିଭାଗ ଦ୍ବାରା ଟ୍ରକ ସହ ବିପୁଳ ପରିମାଣର ଶାଗୁଆନ କାଠ ଜବତ ହୋଇଛି। ଭୋର ସମୟରେ ବନ ବିଭାଗର କର୍ମଚାରୀମାନେ ରାମସାଗର ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଟ୍ରକକୁ ଅଟକାଇ ଥିବା ବେଳେ ଗାଡ଼ିରେ କାଠ ଚାଲାଣ ହେଉଥିବା ଜାଣି ପାରିଥିଲେ। ଏଥିରେ ଗାଡ଼ି ସହ ଯାଉଥିବା ତିନି ଜଣ ପୋଲିସ କର୍ମଚାରୀଙ୍କୁ ଅଟକ ରଖାଯାଇଛି। ପାରଳାଖେମୁଣ୍ଡି ରିଜର୍ଭ ପୋଲିସ ଭ୍ୟାନରେ ଚାଲାଣ ହେଉଥିଲା ଶହେରୁ ଅଧିକ କାଠ ଗଣ୍ଡି ଓ ପଟା କାଠ। ସମସ୍ତ କାଠ ଶାଗୁଆନ ବୋଲି ଜଣାପଡିଛି। ପାରଳାଖେମୁଣ୍ଡିରୁ ପୁରୀ କାଠ ଚାଲାଣ ହେଉଥିବା ସୂଚନା ମିଳିଛି। ତେବେ ଏତେ ପରିମାଣର ଶାଗୁଆନ କାଠ ପୁରୀକୁ ଚାଲାଣ ହେଉଥିବା ନେଇ ବହୁ ପ୍ରଶ୍ନ ଉଙ୍କି ମାରୁଛି। ଓଏସ୍‌ଏପି ତୃତୀୟ ବାଟାଲିୟନ ଡ୍ରାଇଭର ସହ ୪ଜଣଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ

ଢେଙ୍କାନାଳ ଅଫିସ, ୭।୫ – ଢେଙ୍କାନାଳ ଜିଲାକୁ ଆସିବେ ୨୭ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ...

ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ

କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ...

ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ: ଲମ୍ବା ଧାଡ଼ିରେ ଭକ୍ତ

ଆରଡ଼ି,୧।୩,(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ମହାଶିବରାତ୍ରି ଅବସରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଆରଡି, ସୁନ୍ଦରପୁର, ନାନ୍ଦପୁର, ଓଳଗ ଆଦି ୪ ପଞ୍ଚାୟତର...

ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ

ଭଦ୍ରକ ଅଫିସ/ ଭୁବନେଶ୍ୱର ୨୮ା୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର ଗିରଫ...

୨ ଶିକ୍ଷକଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା

ଠାକୁରମୁଣ୍ଡା,୨୮ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ଦୁବପାଳ ସରକାରୀ ଉଚ୍ଚ ବିଦ୍ୟାଳୟର ୨ ଶିକ୍ଷକଙ୍କୁ ବିଦ୍ୟାଳୟରୁ ତୁରନ୍ତ ବଦଳି କରିବା ଦାବିରେ...

୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ, ୭ା୧୨(ଡି.ଏନ.ଏ):ଦେବଗଡ଼ ରିଜର୍ଭ ପୋଲିସ ପଡିଆଠାରେ ରବିବାର ୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ଆରକ୍ଷୀ ଅଧିକ୍ଷକ ମନୋଜ...

ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳରୁ ହତ୍ୟାକାଣ୍ଡ

ଆସିକା,୧୦।୧୦(ଡି.ଏନ୍‌.ଏ.): ଆସିକା ଏନ୍‌ଏସି ଅଶୋକା ସିନେମା ଛକ ନିକଟରେ ରବିବାର ଏକ ଭଡା ଘରେ ରହୁଥିବା ଲକ୍ଷ୍ମୀପ୍ରିୟା ମିଶ୍ରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ପୋଲିସ...

ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର...

Advertisement
Archives

Model This Week