ନାଳରୁ ମିଳିଲା ଓ୍ବାର୍ଡମେମ୍ବରଙ୍କ ମୃତଦେହ, ହତ୍ୟା ସନ୍ଦେହ

କେନ୍ଦୁଝର,୩୧।୧୦ (ସ୍ବ.ପ୍ର.) : କେନ୍ଦୁଝର ଜିଲା ସଦର ଥାନା ବାଂଶପାଳ ବ୍ଲକର କୁମୁଣ୍ଡି ପଞ୍ଚାୟତର ତଳଜାଗର ଗ୍ରାମର ଓ୍ବାର୍ଡମେମ୍ବରଙ୍କ ମୃତଦେହ ଏକ ନାଳରୁ ଉଦ୍ଧାର କରାଯାଇଛି। ସେ ହେଲେ ଭଗବାନ ଦେହୁରୀ। ପୋଲିସ ମୃତଦେହ ଉଦ୍ଧାର କରି ଅପମୃତ୍ୟୁ ମାମଲା ୭୧/୨୦୨୨ ରୁଜୁ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ କରୁଛି।
ସୂଚନାଯୋଗ୍ୟ, ରବିବାର ଭଗବାନ କୁମୁଣ୍ଡି ପଞ୍ଚାୟତ ଅଫିସକୁ ଏକ ସଭାରେ ଯୋଗଦେବାକୁ ଯାଇଥିଲେ। ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକ ଏଣେ ତେଣେ ଖୋଜାଖୋଜି କରିଥିଲେ। ହେଲେ ସୋମବାର ସକାଳୁ ନାଳ ନିକଟରେ ଭଗବାନଙ୍କ ମୃତଦେହ ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ତେବେ ମୃତ୍ୟୁର କାରଣ ତଦନ୍ତ ପରେ ଜଣାପଡିବ ବୋଲି ସଦର ଥାନା ଅଧିକାରୀ ସୁନୀଲ କର କହିଛନ୍ତି। ଅନ୍ୟପକ୍ଷରେ କେହି ତାଙ୍କୁ ହତ୍ୟା କରିଥିବା ପରିବାର ଲୋକ ସନ୍ଦେହ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri