Posted inଜାତୀୟ

ଗର୍ଭବତୀ ମହିଳା, ଭିନ୍ନକ୍ଷମ ସରକାରୀ କର୍ମଚାରୀଙ୍କୁ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’ ସୁବିଧା

ଲକ୍ଷ୍ନୌ,୨୬।୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ତଦନୁଯାୟୀ ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମ ସରକାରୀ କର୍ମଚାରୀମାନଙ୍କୁ ‘ଓ୍ବାର୍କ ଫ୍ରମ୍‌ ହୋମ୍‌’ ସୁବିଧା ମିଳିବ। ପୂର୍ବରୁ ସରକାର ଅଫିସଗୁଡ଼ିକରେ ଭିଡ କମ୍‌ କରିବାକୁ ୫୦% କର୍ମଚାରୀରେ କାମ କରିବାକୁ ଏବଂ ସମାନ ସଂଖ୍ୟକ କର୍ମଚାରୀ ଘରୁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏବେ ସରକାର ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମ କର୍ମଚାରୀ ଘରେ ରହି କାମ କରିବେ ବୋଲି ନୂଆ ଆଦେଶ ଦେଇଛନ୍ତି। ତେବେ ସେମାନେ ମୋବାଇଲ ଏବଂ ଇଲେକ୍ଟ୍ରୋନିକ ମାଧ୍ୟମ ଯୋଗେ କାର୍ଯ୍ୟାଳୟ ସହ ଯୋଗାଯୋଗରେ ରହିବାର ବ୍ୟବସ୍ଥା କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ସୁଦ୍ଧା କେବଳ ଉତ୍ତର ପ୍ରଦେଶରେ ୧୮ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ...

ସରୁନି ଦୁଃଖ: ତାମିଲ୍‌ନାଡୁ ମୁହାଁ ସାମୁଦ୍ରିକ ଝଡ଼ ‘ବୁରେଭି’

ଚେନ୍ନାଇ,୨।୧୨: ଗତ ସପ୍ତାହରେ ସାମୁଦ୍ରିକ ଝଡ଼ ‘ନିଭାର’ ଯୋଗୁ ତାମିଲନାଡୁ, କେରଳ, ପୁଡୁଚେରୀର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏବେ ପୁଣି ବଙ୍ଗୋପସାଗରରେ ସାମ୍ରଦିକ...

ଜଳିଗଲା ଭାଜପା କାର୍ଯ୍ୟାଳୟ

ଆସନସୋଲ,୧୩।୧: ପଶ୍ଚିମବଙ୍ଗ ଆସନସୋଲର ସଲାନପୁର ଗାଁରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା) କାର୍ଯ୍ୟାଳୟ ରବିବାର ବିଳମ୍ବିତ ରାତିରେ ଜଳିଯାଇଥିବା ଖବର ମିଳିଛି। ଏହି ଘଟଣାରେ ଭାଜପା...

୨୦୨୦ ସୁଦ୍ଧା ୨୧ ଭାରତୀୟ ସହର ହେବ ଭୂତଳ ଜଳ ଶୂନ୍ୟ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୦।୬: ଦେଶରେ ଜଳସଙ୍କଟ ଉତ୍କଟ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ତଥା କଂକ୍ରିଟ୍‌ ଜଙ୍ଗଲ ଯୋଗୁ ଧୀରେଧୀରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆସନ୍ତା ୨୦୨୦...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ବରିଷ୍ଠ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୫।୧୦: ଗ୍ଲୋବାଲ ହଙ୍ଗର ଇନ୍‌ଡେକ୍ସ ର଼୍ୟାଙ୍କିଙ୍ଗ୍‌ରେ ଭାରତର ମାନ୍ୟତାରେ ଅବନତି ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଚ୍ଛଲ୍ୟ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା କପିଲ...

‘ଦଳ ମୋତେ ଅପମାନିତ କରିଛି’

ଚଣ୍ଡିଗଡ଼,୧୮।୯: ବହୁ ବାଦବିବାଦ ପରେ ଶେଷରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶନିବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ଅମରିନ୍ଦର ଗଣମାଧ୍ୟମକୁ କହିଛନ୍ତି, ସକାଳେ...

ମୋଦିଙ୍କ ଗଡ଼ରେ ଭାଜପାର ପରାଜୟ

ବାରାଣସୀ,୧୨।୪: ଉତ୍ତର ପ୍ରଦେଶର ବିଧାନ ପରିଷଦ (ଏମ୍‌ଏଲସି) ନିର୍ବାଚନ ଫଳାଫଳ ଆଜି ଘୋଷଣା କରାଯାଉଛି। ୨୭ଟି ବିଧାନ ପରିଷଦ ଆସନର ଫଳାଫଳ ଆଜି ଅପରାହ୍ନ ସୁଦ୍ଧା...

ଭାରତୀୟ ଯବାନଙ୍କ ଅପହରଣ, ହତ୍ୟା ପଛରେ ଆତଙ୍କବାଦୀ

ଶ୍ରୀନଗର,୧୫।୩: ଜଣେ ଯବାନଙ୍କୁ ଅପହରଣ ଏବଂ ହତ୍ୟା ମାମଲା ଉପରୁ ପରଦା ହଟାଇଛି ଜମ୍ମୁ-କଶ୍ମୀର ପୋଲିସ। ଯବାନଙ୍କ ହତ୍ୟାକାରୀମାନେ ଅନ୍ୟ ଦୁଇଟି ଆକ୍ରମଣ ଘଟଣାରେ ସମ୍ପୃକ୍ତ...

Advertisement
Archives

Model This Week