ଓ୍ବାର୍କ ଆଟ୍‌ ହୋମ୍‌ରେ ବଢୁଛି କାମ: ଅଧିକ ସମୟ ଦେଉଛନ୍ତି କର୍ମଚାରୀ

ମେଲବୋର୍ନ,୨୯।୧୧: କରୋନା ମହାମାରୀ ସଙ୍କଟ ଯୋଗୁ ବହୁ ଦେଶରେ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ(ଓ୍ବାର୍କ ଆଟ୍‌ ହୋମ୍‌) ପରାମର୍ଶ ଦିଆଯାଇଛି। ତେବେ ଘରେ ରହି କାମ କରିବା ସହଜ ନୁହେଁ ବୋଲି ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଓ୍ବାର୍କ ଆଟ୍‌ ହୋମ୍‌ରେ କର୍ମଚାରୀଙ୍କ ଅଧିକ ସମୟ ଅଫିସ୍‌ କାମରେ ବିତୁଛି। ଅଷ୍ଟ୍ରେଲିଆର ସଫ୍ଟଓ୍ବେର ଡେଭଲପର୍‌ କମ୍ପାନୀ ଆଟେଲସିଅନ୍‌ ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ୬୫ଟି ଦେଶରେ ହୋଇଥିବା ଏହି ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ, ଇସ୍ରାଏଲ୍‌ରେ କର୍ମଚାରୀମାନେ ଅଧିକ ୪୭ ମିନିଟ୍‌ ଓ୍ବାର୍କ ଆଟ୍‌ ହୋମ୍‌ରେ ବିତାଉଛନ୍ତି। ସେହିପରି ଭାରତୀୟମାନେ ଅଧିକ ୩୨ ମିନିଟ୍‌ କାମ କରୁଥିବା ଏଥିରେ ପ୍ରକାଶ ପାଇଛି। କର୍ମଜୀବୀ ମହିଳାମାନଙ୍କୁ ଓ୍ବାର୍କ ଆଟ୍‌ ହୋମ୍‌ରେ ଖାଦ୍ୟ ପ୍ରସ୍ତୁତି ପାଇଁ ସମୟ ମିଳୁ ନ ଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ପୁଟିନ୍‌ ଏବେ ବି ବ୍ୟବହାର କରୁଛନ୍ତି ଓ୍ବିଣ୍ଡୋ ଏକ୍ସପି

ମସ୍କୋ,୧୮।୧୨: ଓ୍ବିଣ୍ଡୋ ଏକ୍ସପିର ବ୍ୟବହାର ୨୦୧୪ରୁ ବନ୍ଦ ହୋଇଛି। ତେବେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର୍‌ ପୁଟିନ୍‌ ଏବେ ମଧ୍ୟ ତାଙ୍କ ଅଫିସ୍‌ରେ ଓ୍ବିଣ୍ଡୋ ଏକ୍ସପି ବ୍ୟବହାର...

ଜଳିଗଲା ବସ୍‌, ୧୨ ଶିଶୁଙ୍କ ସମେତ ୧୮ ମୃତ

ଇସଲାମାବାଦ,୧୩ା୧୦: ପାକିସ୍ତାନରେ ଏକ ବସ୍‌ରେ ନିଆଁ ଲାଗିଯିବାରୁ ୧୨ ଶିଶୁଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀ ଏବଂ ଉଦ୍ଧାରକାରୀମାନେ ଗୁରୁବାର ଏହି ସୂଚନା...

କାବୁଲ ବିମାନବନ୍ଦରରେ ଭୟଙ୍କର ପରିସ୍ଥିତି

କାବୁଲ,୧୬।୮: ଆଫଗାନିସ୍ତାନକୁ ତାଲିବାନ ଦଖଲ କରି ନେବାପରେ ଦେଶରେ ପରିସ୍ଥିତି ଭୟଙ୍କର ରହିଛି। ଲୋକମାନେ କୌଣସି ଜିନିଷ ନ ନେଇ ଦେଶ ଛାଡି ପଳାଉଛନ୍ତି। ଅନ୍ୟପକ୍ଷରେ...

ପ୍ରିନ୍ସ ୱିଲିୟମଙ୍କୁ ହୋଇଥିଲା କରୋନା, ୭ ମାସ ପରେ କଲେ ଖୁଲାସା

ଲଣ୍ଡନ,୨।୧୧: ସାରା ବିଶ୍ୱରେ ଅନେକ ସେଲିବ୍ରିଟିମାନେ ମହାମାରୀ କରୋନା ଆକ୍ରାନ୍ତ ହେବା ନଜିର ରହିଛି। ଏହି କ୍ରମରେ ବ୍ରିଟେନର ରାଜ ପରିବାରର ସଦସ୍ୟ ପ୍ରିନ୍ସ ୱିଲିୟମ...

ପେପର୍‌ ଓ୍ବିଗ୍‌

ଆସିୟା ଓ ଡିମିଟ୍ରି କୋଜିନ୍‌ ହେଉଛନ୍ତି କଳାକାର। ଦୁହେଁ କାଗଜରେ ବିଭିନ୍ନ କଳାକୃତି ତିଆରି କରନ୍ତି। ହେଲେ ନିକଟରେ କାଗଜର ଆକର୍ଷକ ଓ୍ବିଗ୍‌ ତିଆରି କରି...

ଖପୁରୀ ଭଳି ଦେଖାଯିବାର ନିଶାରେ କାନ କାଟିବାକୁ ପଛାଇଲେନି ଏହି ଯୁବକ, ଏବେ ଚାକିରିରେ ରଖୁନାହାନ୍ତି କେହି

ଜର୍ମାନୀ ଫିନ୍‌ଷ୍ଟରବୋଲ୍ଡେରେ ରହୁଥିବା ସେଣ୍ଡ୍ରୋ ନିଜର ବିଚିତ୍ର ଶରୀରକୁ ନେଇ ଏବେ ଚର୍ଚ୍ଚାରେ। ଏହା ପଛରେ ଥିବା କାରଣ ବିଷୟରେ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ।...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ପୁନଲୁର

କେରଳର କୋଲାମ୍‌ ଜିଲାରେ ଅବସ୍ଥିତ ପୁନଲୁର ହେଉଛି ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଏହି ସ୍ଥାନରେ ରହିଛି ଅନେକ ଦର୍ଶନୀୟ ସ୍ଥାନ। କୋଳାହଳରୁ...

ନିଶାରେ ବଣୁଆ ହାତୀକୁ ନମସ୍କାର କରିବା ପଡ଼ିଲା ମହଙ୍ଗା

ରାଞ୍ଚି, ୧୪।୯: ନିଶାରେ ଥିବା ଜଣେ ବ୍ୟକ୍ତି ହିତାହିତ ଜ୍ଞାନ ଭୁଲି ଗୋଟିଏ ବଣୁଆ ହାତୀକୁ ନମସ୍କାର କରିବା ମହଙ୍ଗା ପଡ଼ିଛି। ହାତୀଟି ଏଥିରେ ଉତ୍ୟକ୍ତ...

Advertisement
Archives

Model This Week