କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର ଅନ୍ନପୂର୍ଣ୍ଣା ଲେନରେ ଘର କାମ କରୁଥିବା ବେଳେ କାନ୍ଥ ପଡି ଶ୍ରମିକଙ୍କ ମୃତ୍ୟୁ ଘଟିଛି l ମୃତ ଶ୍ରମିକ ହେଲେ ଚାନ୍ଦିପୁର ପାତ୍ରପଡା ଅଞ୍ଚଳର ବାବୁଲି ପାତ୍ର । ଅନ୍ୟ ଜଣେ ଶ୍ରମିକ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତିି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily