ନୂଆଦିଲ୍ଲୀ: ସପ୍ତାହରେ ୪ ଦିନ କାମ କରିବା ଲାଗି ନିୟମ ଆସିପାରେ। ଏ ନେଇ କମ୍ପାନୀଗୁଡ଼ିକୁ ସରକାର ଅନୁମତି ପ୍ରଦାନ କରିପାରନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କୁ ଶିଫ୍ଟ ସମୟ ବଢ଼ାଯାଇପାରିବ। ସପ୍ତାହରେ ୪୮ ଘଣ୍ଟା କାର୍ଯ୍ୟ ସମୟ ଜାରି ରହିବ। ଦୈନିକ ୧୨ ଘଣ୍ଟା ହିସାବରେ ୪ ଦିନ, ୧୦ ଘଣ୍ଟା ହିସାବରେ ୫ ଦିନ କିମ୍ବା ୮ ଘଣ୍ଟା ହିସାବରେ ୬ ଦିନ କାମ କରିବାର ସୁଯୋଗ ମିଳିବ ବୋଲି ଶ୍ରମ ସଚିବ ଅପୂର୍ବ ଚନ୍ଦ୍ରା ସୋମବାର କହିଛନ୍ତି। କର୍ମଚାରୀ କିମ୍ବା ନିଯୁକ୍ତିଦାତାଙ୍କୁ ଏ ନେଇ ବାଧ୍ୟ କରାଯିବ ନାହିଁ। ଏ ନେଇ ନମନୀୟତା ରଖାଯିବ। ପରିବର୍ତ୍ତିତ କାର୍ଯ୍ୟଶୈଳୀକୁ ନେଇ ଏଭଳି ବ୍ୟବସ୍ଥା କରାଯାଉଛି। ଶ୍ରମ କୋଡ୍ର ଅଂଶ ବିଶେଷ ଭାବେ ଏହାକୁ ଆରମ୍ଭ କରାଯାଉଛି। ନୂଆ ସାପ୍ତାହିକ କାର୍ଯ୍ୟଦିବସ ନିୟମ ଲାଗୁହେବା ଆଗରୁ କେଉଁଟିକୁ ଗ୍ରହଣ କରିବାକୁ ହେବ ସେ ନେଇ ନିଯୁକ୍ତିଦାତାଙ୍କୁ ନିଶ୍ଚିତ କରାଇବାକୁ ହେବ ବୋଲି ଚନ୍ଦ୍ରା କହିଛନ୍ତି।
E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?
ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍)କୁ ନେଇ ଆଲୋଚନା ଓ ବିବାଦର…
ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…
BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍
ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍ଟି ବିଶେଷ କରି ବ୍ୟବସାୟିକ ତଥା…
ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…
ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…
ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍
ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…
ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର
ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…
ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି
ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…
Archives

