ରାସ୍ତା ପାର୍‌ ହେଉଥିବାବେଳେ ଶ୍ରମିକଙ୍କ ଉପରେ ଚଢିଗଲା ହାଇଓ୍ବା, ଘଟଣାସ୍ଥଳରେ…

ପାରାଦୀପ ୧୪।୩(ଶରତ ରାଉତ): ପାରାଦୀପ ଚଣ୍ଡିଖୋଲ ୫୩ ନଂ ଜାତୀୟ ରାଜପଥର ଇଫକୋ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବରା ବାରିକ (୪୮)। ତାଙ୍କ ଘର ଲକଥାନା ଅନ୍ତର୍ଗତ ଭୂତମୁଣ୍ଡାଇ ଗ୍ରାମରେ। ସେ ଜଣେ ରାଜମିସ୍ତ୍ରୀ ଭାବେ କାମ କରନ୍ତି। ଇଫକୋ ଛକ ନିକଟରେ ରାସ୍ତା ପାର ହେଉଥିବା ସମୟରେ ତାଙ୍କ ଉପରେ ହାଇଓ୍ବା ଚଢିଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି କୁଜଙ୍ଗ ହସ୍ପିଟାଲକୁ ନେଇଥିଲେ। ଅନ୍ୟପଟେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗାଁ ଲୋକମାନେ ରାସ୍ତା ଅବରୋଧ କରିବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଖବରପାଇ ପାରାଦୀପ ଆଦର୍ଶଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri