ହସ୍ପିଟାଲର ୩ମହଲା କୋଠାରୁ ପଡ଼ି ଚାଲିଗଲା ଶ୍ରମିକଙ୍କ ଜୀବନ

ନୂଆପଡ଼ା,୨୭ା୨(ମକାରୁ ବେମାଲ): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁବାର ନିର୍ମାଣାଧୀନ ତିନିମହଲା କୋଠାରୁ ପଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ସଇଁତଳା ଥାନା ବେଲଗାଁ ନୂଆପଡାର ବବ୍‌ଲୁ ସାହୁ (୩୨)।

ସୂଚନା ମୁତାବକ ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ତିନି ମହଲା ବିଶିଷ୍ଟ କ୍ରିଟିକାଲ କେୟାର ସେଣ୍ଟର ନିର୍ମାଣ ହେଉଛି। ନିର୍ମାଣ କାର୍ଯ୍ୟ ପୋଲିସ ହାଉସିଂ ବୋର୍ଡ ହାତକୁ ନେଇଛି। ସିସିବି ଠିକା ସଂସ୍ଥା ଏହି କାମ କରୁଛି। ବବ୍‌ଲୁ ତିନି ମହଲା କୋଠା ଉପରେ ବିନା ହେଲ୍‌ମେଟ ଓ ସେଫ୍ଟି ବେଲ୍‌ଟରେ କାମ କରୁଥିଲେ।

ସେହି ସମୟରେ ହଠାତ୍‌ ଭାରସାମ୍ୟ ହରାଇ ତଳେ ପଡି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ତାଙ୍କୁ ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri