ତେଲଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ମୃତ

ଖପ୍ରାଖୋଲ, ୨୧ା୩(ଅଭୟ ତ୍ରିପାଠୀ): ତେଲଙ୍ଗାନା ରାଜ୍ୟ ପଇଦାପଲ୍ଲୀରେ ଏକ ଇଟାଭାଟିରେ ଦାଦନ ଶ୍ରମିକଭାବେ କାମ କରୁଥିବା ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ଗାଁର ବୈଶାଖୁ ବରିହା (୪୫)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ସେଠାରେ କାର୍ଯ୍ୟ କରୁଥିବା ଅନ୍ୟ ଶ୍ରମିକାମାନଙ୍କଠାରୁ ଖବର ମିଳିଥିବା ମୃତକଙ୍କ ଭାଇ ସୁଶିଲ ବରିହା କହିଛନ୍ତି। ସମ୍ପର୍କୀୟଙ୍କ ସହ ସେ ଦୁଇମାସ ତଳେ ସେ ସେଠାକୁ କାମ କରିବାକୁ ଯାଇଥିଲେ। ମୃତ୍ୟୁ ଖବର ପାଇ ନାନ୍ଦୁପଲାରେ ଥିବା ବୈଶାଖୁଙ୍କ ସ୍ତ୍ରୀ ଓ ଦୁଇପିଲା ଭାଙ୍ଗି ହୋଇଯାଇଛନ୍ତି। ମୃତଦେହ ଏଠାକୁ ଫେରିଲା ପରେ କିଭଳି ମୃତ୍ୟୁ ଘଟିଲା ଜଣାପଡ଼ିବ ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri